Biblia Todo Logo
Bib sou entènèt

- Piblisite -

ଆମୋଷ 9:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ସେମାନେ କର୍ମିଲର ଶୃଙ୍ଗରେ ଆପଣାମାନଙ୍କୁ ଲୁଚାଇଲେ ହେଁ ଆମ୍ଭେ ସେସ୍ଥାନରୁ ଅନୁସନ୍ଧାନ କରି ସେମାନଙ୍କୁ ଧରି ଆଣିବା ଓ ସେମାନେ ଆମ୍ଭ ଦୃଷ୍ଟିରୁ ସମୁଦ୍ରର ତଳେ ଲୁଚିଲେ ହେଁ ଆମ୍ଭେ ସେସ୍ଥାନରେ ସର୍ପକୁ ଆଜ୍ଞା କରିବା, ତହିଁରେ ସେ ସେମାନଙ୍କୁ ଦଂଶନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ସେମାନେ କର୍ମିଲର ଶୃଙ୍ଗରେ ଆପଣାମାନଙ୍କୁ ଲୁଚାଇଲେ ହେଁ ଆମ୍ଭେ ସେସ୍ଥାନରୁ ଅନୁସନ୍ଧାନ କରି ସେମାନଙ୍କୁ ଧରି ଆଣିବା ଓ ସେମାନେ ଆମ୍ଭ ଦୃଷ୍ଟିରୁ ସମୁଦ୍ରର ତଳେ ଲୁଚିଲେ ହେଁ ଆମ୍ଭେ ସେସ୍ଥାନରେ ସର୍ପକୁ ଆଜ୍ଞା କରିବା, ତହିଁରେ ସେ ସେମାନଙ୍କୁ ଦଂଶନ କରିବ।

Gade chapit la Kopi

ଓଡିଆ ବାଇବେଲ

ପବିତ୍ର ବାଇବଲ

3 ଯଦି ସେମାନେ ନିଜକୁ କର୍ମିଲ ଶୃଙ୍ଗରେ ଲୁଗ୍ଭନ୍ତି, ଆମ୍ଭେ ସେମାନଙ୍କୁ ଖୋଜି ସେଠାରୁ ମଧ୍ୟ ଧରି ଆଣିବା। ଯଦି ସେମାନେ ସମୁଦ୍ରର ନିମ୍ନ ଭାଗରେ ଲୁଚି ରହନ୍ତି, ତେବେ ଆମ୍ଭେ ସର୍ପକୁ ଆଦେଶ ଦେବା ଓ ସେହି ସର୍ପ ସେମାନଙ୍କୁ ଦଂଶନ କରିବ।

Gade chapit la Kopi

ଆମୋଷ 9:3
10 Referans Kwoze  

ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଅନେକ ଧୀବର ଅଣାଇବା, ତହିଁରେ ସେମାନେ ମତ୍ସ୍ୟ ପରି ସେମାନଙ୍କୁ ଧରିବେ; ପୁଣି, ତହିଁ ଉତ୍ତାରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା, ତହିଁରେ ସେମାନେ ପ୍ରତ୍ୟେକ ପର୍ବତରୁ ଓ ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଅନୁସନ୍ଧାନ କରି ଆଣିବେ।

ସେହି ଦିନ ସଦାପ୍ରଭୁ ଆପଣାର ନିର୍ଦ୍ଦୟ, ବୃହତ ଓ ଶକ୍ତିଶାଳୀ ଖଡ୍ଗ ଦ୍ୱାରା ଦ୍ରୁତଗାମୀ ସର୍ପ ଲିବିୟାଥନକୁ ଓ ବକ୍ରଗାମୀ ସର୍ପ ଲିବୀୟାଥନକୁ ପ୍ରତିଫଳ ଦେବେ; ଆଉ, ସେ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ନଷ୍ଟ କରିବେ।

ଯେଉଁଠାରେ ଅଧର୍ମାଚାରୀଗଣ ଲୁଚି ପାରନ୍ତି, ଏପରି ଅନ୍ଧକାର ଓ ମୃତ୍ୟୁଚ୍ଛାୟା ନାହିଁ।

ପୁଣି ସେ କହିଲେ, “ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ମେଷପାଳକମାନଙ୍କର ଚରାଣି ସ୍ଥାନସକଳ ଶୋକ କରିବ ଓ କର୍ମିଲର ଶିଖର ଶୁଷ୍କ ହେବ।”

ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ।

ବିଦେଶୀୟମାନେ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିଲେ।

ପୁଣି, ତୁମ୍ଭେ କହୁଅଛ, ‘ପରମେଶ୍ୱର କʼଣ ଜାଣନ୍ତି? ସେ ନିବିଡ଼ ଅନ୍ଧକାର ଦେଇ କʼଣ ବିଚାର କରିପାରନ୍ତି?

ତହିଁରେ ତୁମ୍ଭେ ରକ୍ତରେ ଆପଣା ଚରଣ ବୁଡ଼ାଇବ, ତୁମ୍ଭ କୁକ୍କୁରଗଣର ଜିହ୍ୱା ତୁମ୍ଭ ଶତ୍ରୁମାନଙ୍କଠାରୁ ଅଂଶ ପାଇବ।”

Swiv nou:

Piblisite

Piblisite