Biblia Todo Logo
Bib sou entènèt

- Piblisite -




କଲସୀୟ 1:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପୁଣି, ତାହାଙ୍କ କ୍ରୁଶର ରକ୍ତରେ ସେ ଶାନ୍ତି ସ୍ଥାପନ କରି ତାହାଙ୍କ ଦ୍ୱାରା ଆପଣା ସହିତ ସମସ୍ତର ମିଳନ କରନ୍ତି, ହଁ, ତାହାଙ୍କ ଦ୍ୱାରା ପୃଥିବୀ ବା ସ୍ୱର୍ଗରେ ସ୍ଥିତ ସମସ୍ତ ବିଷୟର ମିଳନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ପୁଣି, ତାହାଙ୍କ କ୍ରୁଶର ରକ୍ତରେ ସେ ଶାନ୍ତି ସ୍ଥାପନ କରି ତାହାଙ୍କ ଦ୍ଵାରା ଆପଣା ସହିତ ସମସ୍ତର ମିଳନ କରନ୍ତି, ହଁ, ତାହାଙ୍କ ଦ୍ଵାରା ପୃଥିବୀ ବା ସ୍ଵର୍ଗରେ ସ୍ଥିତ ସମୟ ବିଷୟର ମିଳନ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

20 ପୁଣି, ତାହାଙ୍କ କ୍ରୁଶର ରକ୍ତରେ ସେ ଶାନ୍ତି ସ୍ଥାପନ କରି ତାହାଙ୍କ ଦ୍ୱାରା ଆପଣା ସହିତ ସମସ୍ତର ମିଳନ କରନ୍ତି, ହଁ, ତାହାଙ୍କ ଦ୍ୱାରା ପୃଥିବୀ ବା ସ୍ୱର୍ଗରେ ସ୍ଥିତ ସମସ୍ତ ବିଷୟର ମିଳନ କରନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ପୁତ୍ରଙ୍କ ଦ୍ୱାରା ଈଶ୍ୱର ସମସ୍ତ ବିଶ୍ୱକୁ ନିଜ ନିକଟକୁ ଫେରାଇ ଆଣିବା ପାଇଁ ସ୍ଥିର କଲେ। କ୍ରୁଶରେ ତାଙ୍କର ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ଈଶ୍ୱର ଶାନ୍ତି ସ୍ଥାପନ କରିଛନ୍ତି ଏବଂ ପୃଥିବୀ ଓ ସ୍ୱର୍ଗରେ ଥିବା ସମସ୍ତ ବିଷୟକୁ ନିଜ ନିକଟକୁ ଫେରାଇ ଆଣିଛନ୍ତି।

Gade chapit la Kopi

ପବିତ୍ର ବାଇବଲ

20 ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱର ପୁଣି ଥରେ ସମସ୍ତ ପୃଥିବୀର ବିଷୟ ହେଉ ବା ସ୍ୱର୍ଗର ବିଷୟ ହେଉ ନିଜ ସହିତ ମିଳିତ କରିବାକୁ ପସନ୍ଦ କଲେ। ଖ୍ରୀଷ୍ଟଙ୍କ କ୍ରୁଶର ରକ୍ତ ଦ୍ୱାରା ପରମେଶ୍ୱର ଶାନ୍ତି ଆଣିଲେ।

Gade chapit la Kopi




କଲସୀୟ 1:20
22 Referans Kwoze  

ଯେପରି କାଳର ପୂର୍ଣ୍ଣତା ସମ୍ବନ୍ଧୀୟ ତାହାଙ୍କ ସଙ୍କଳ୍ପାନୁସାରେ ସ୍ୱର୍ଗରେ କି ମର୍ତ୍ତ୍ୟରେ ଥିବା ସମସ୍ତ ବିଷୟ ସେ ଆପଣା ନିମନ୍ତେ ଖ୍ରୀଷ୍ଟଙ୍କଠାରେ ଏକୀଭୂତ କରିବେ।


ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ୍ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ବରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି।


ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ସହିତ ଶାନ୍ତିରେ ଅଛୁ;


ଯେପରି ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା ପ୍ରତ୍ୟେକ ଆଣ୍ଠୁ ଯୀଶୁଙ୍କ ନାମରେ ନତ ହେବ,


କର୍ଣ୍ଣିଲୀୟ କହିଲେ, ଚାରି ଦିନ ପୂର୍ବେ ଠିକ୍ ଏହି ସମୟରେ ମୁଁ ଆପଣା ଗୃହରେ ଅପରାହ୍ନ ତିନି ଘଣ୍ଟା ସମୟର ପ୍ରାର୍ଥନା କରୁଥିଲି; ଆଉ ଦେଖନ୍ତୁ, ଉଜ୍ଜ୍ୱଳବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋ ସମ୍ମୁଖରେ ଠିଆ ହୋଇ କହିଲେ, କର୍ଣ୍ଣିଲୀୟ, ତୁମ୍ଭର ପ୍ରାର୍ଥନା ଶୁଣାଯାଇଅଛି,


“ଊର୍ଦ୍ଧ୍ୱଲୋକରେ ଈଶ୍ବରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।”


ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।


ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଯେକୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ବୁ ଭିତରକୁ ଅଣାଯାଏ, ତାହା ଭୋଜନ କରାଯିବ ନାହିଁ, ତାହା ଅଗ୍ନିରେ ଦଗ୍ଧ ହେବ।”


ଆଉ, ଏହି ମନୁଷ୍ୟ ଆମ୍ଭମାନଙ୍କର ଶାନ୍ତି ସ୍ୱରୂପ ହେବେ; ଯେଉଁ ସମୟରେ ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସିବେ ଓ ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପଦାର୍ପଣ କରିବ, ସେହି ସମୟରେ ଆମ୍ଭେମାନେ ତାହା ବିରୁଦ୍ଧରେ ସାତ ଜଣ ପଲରକ୍ଷକ ଓ ଆଠ ଜଣ ପ୍ରଧାନ ଲୋକଙ୍କୁ ଉତ୍ଥାପନ କରିବା।


ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଗିଦିୟୋନିର ପୁତ୍ର ଅବୀଦାନ୍‍ର ଉପହାର।


ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।”


କାରଣ ଦୃଶ୍ୟ ଓ ଅଦୃଶ୍ୟ, ସ୍ୱର୍ଗରେ ଓ ପୃଥିବୀରେ ସମସ୍ତ ବିଷୟ ତାହାଙ୍କ ଦ୍ୱାରା ସୃଷ୍ଟି ହେଲା, ସିଂହାସନ କି ପ୍ରଭୁତ୍ୱ କି ଆଧିପତ୍ୟ କି କର୍ତ୍ତାପଣ, ସମସ୍ତ ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ ସୃଷ୍ଟ ହୋଇଅଛି;


Swiv nou:

Piblisite


Piblisite