Biblia Todo Logo
Bib sou entènèt

- Piblisite -




କଲସୀୟ 1:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଈଶ୍ବର ମୋତେ ଯେଉଁ ଭଣ୍ଡାରଘରିଆ ପଦ ତୁମ୍ଭମାନଙ୍କ ନିମନ୍ତେ ଦେଇଅଛନ୍ତି, ତଦନୁସାରେ ମୁଁ ସେହି ମଣ୍ଡଳୀର ଜଣେ ସେବକ ହୋଇଅଛି, ଯେପରି ମୁଁ ଈଶ୍ବରଙ୍କ ବାକ୍ୟ ସମ୍ପୂର୍ଣ୍ଣ ରୂପେ ପ୍ରଚାର କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଈଶ୍ଵର ମୋତେ ଯେଉଁ ଭଣ୍ତାରଘରିଆ ପଦ ତୁମ୍ଭମାନଙ୍କ ନିମନ୍ତେ ଦେଇଅଛନ୍ତି, ତଦନୁସାରେ ମୁଁ ସେହି ମଣ୍ତଳୀର ଜଣେ ସେବକ ହୋଇଅଛି, ଯେପରି ମୁଁ ଈଶ୍ଵରଙ୍କ ବାକ୍ୟ ସମ୍ପୂର୍ଣ୍ଣ ରୂପେ ପ୍ରଚାର କରେ।

Gade chapit la Kopi

ଓଡିଆ ବାଇବେଲ

25 ଈଶ୍ୱର ମୋତେ ଯେଉଁ ଭଣ୍ଡାରଘରିଆ ପଦ ତୁମ୍ଭମାନଙ୍କ ନିମନ୍ତେ ଦେଇଅଛନ୍ତି, ତଦନୁସାରେ ମୁଁ ସେହି ମଣ୍ଡଳୀର ଜଣେ ସେବକ ହୋଇଅଛି, ଯେପରି ମୁଁ ଈଶ୍ୱରଙ୍କ ବାକ୍ୟ ସମ୍ପୂର୍ଣ୍ଣ ରୂପେ ପ୍ରଚାର କରେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ତୁମ୍ଭମାନଙ୍କ ମଙ୍ଗଳ ନିମନ୍ତେ ଏହି କାର୍ଯ୍ୟ କରିବା ପାଇଁ ମୁଁ ଈଶ୍ୱରଙ୍କ ଦ୍ୱାରା ମଣ୍ଡଳୀର ଜଣେ ସେବକ ରୂପେ ନିଯୁକ୍ତ ହୋଇଛି। ତାଙ୍କର ସୁସମାଚାର ସମ୍ପୂର୍ଣ୍ଣ ରୂପେ ଘୋଷଣା କରିବା ମୋର କାର୍ଯ୍ୟ।

Gade chapit la Kopi

ପବିତ୍ର ବାଇବଲ

25 ପରମେଶ୍ୱର ମୋତେ ମଣ୍ଡଳୀର ଜଣେ ସେବକ ହେବା ପାଇଁ ଏକ ବିଶେଷ କାମ ଦେଇଛନ୍ତି। ଏହି କାମ ତୁମ୍ଭମାନଙ୍କୁ ସାହାଯ୍ୟ କରୁଛି। ମୋ’ କାମ ହେଉଛି ତୁମ୍ଭମାନଙ୍କୁ ପୂର୍ଣ୍ଣଭାବରେ ପରମେଶ୍ୱରଙ୍କ ଶିକ୍ଷା ପ୍ରଦାନ କରିବା।

Gade chapit la Kopi




କଲସୀୟ 1:25
10 Referans Kwoze  

ତୁମ୍ଭମାନଙ୍କ ନିମନ୍ତେ ପ୍ରଦତ୍ତ ଈଶ୍ବରଙ୍କ ଅନୁଗ୍ରହ ସମ୍ବନ୍ଧୀୟ ସେବକ କାର୍ଯ୍ୟ ବିଷୟରେ ତୁମ୍ଭେମାନେ ତ ଶୁଣିଥିବ,


ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହିସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି।


ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି, ତୁମ୍ଭେ ଯେଉଁ ବିଶ୍ୱାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ସେହି ବାକ୍ୟ ଦ୍ୱାରା ପରିପୁଷ୍ଟ ହେବ;


ପୁଣି, ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଉତ୍ସାହ ଦେବାକୁ ଓ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ, ଖ୍ରୀଷ୍ଟଙ୍କ ସୁସମାଚାର କାର୍ଯ୍ୟରେ ଈଶ୍ବରଙ୍କ ସହକର୍ମୀ ଆମ୍ଭମାନଙ୍କ ଭାଇ ତୀମଥିଙ୍କୁ ପଠାଇଲୁ,


କାରଣ ଯଦି ମୁଁ ସ୍ୱେଚ୍ଛାରେ ଏହା କରେ, ତେବେ ମୋହର ପୁରସ୍କାର ଅଛି; କିନ୍ତୁ ଯଦି ସ୍ୱେଚ୍ଛାରେ ନ କରେ, ତେବେ ହେଁ ସେବକପଦର ଭାର ମୋʼ ଠାରେ ସମର୍ପିତ ହୋଇଅଛି।


ଆପଲ୍ଲ କିଏ? ପାଉଲ ବା କିଏ? ସେମାନେ ତ ସେବକ ମାତ୍ର, ଯେଉଁମାନଙ୍କ ଦ୍ୱାରା, ପ୍ରତ୍ୟେକକୁ ପ୍ରଭୁ ଯେପରି ଦେଇଅଛନ୍ତି, ତଦନୁସାରେ ତୁମ୍ଭେମାନେ ବିଶ୍ୱାସ କରିଅଛ।


ଈଶ୍ବରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି।


Swiv nou:

Piblisite


Piblisite