କଲସୀୟ 2:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ୱରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)10 ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ଵରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ। Gade chapit laଓଡିଆ ବାଇବେଲ10 ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ୱରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ । Gade chapit laପବିତ୍ର ବାଇବଲ (CL) NT (BSI)10 ତାଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ତୁମେ ଜୀବନର ପୂର୍ଣ୍ଣତା ଲାଭ କରିପାରିବ। ଅନ୍ୟ ସମସ୍ତ ଶକ୍ତି ଓ ଆଧିପତ୍ୟ ଉପରେ ଖ୍ରୀଷ୍ଟଙ୍କର ପ୍ରଭୁତ୍ୱ ହିଁ ସର୍ବୋଚ୍ଚ। Gade chapit laପବିତ୍ର ବାଇବଲ10 ଖ୍ରୀଷ୍ଟଙ୍କଠାରେ ତୁମ୍ଭେ ସମ୍ପୂର୍ଣ୍ଣ ଅଟ। ତୁମ୍ଭର ଆଉ କିଛି ଦରକାର ନାହିଁ। ସେ ହେଉଛନ୍ତି ଶାସକମାନଙ୍କର ଓ ଶକ୍ତିଗୁଡ଼ିକର ଶାସକ ବା ପ୍ରଧାନ। Gade chapit la |