କଲସୀୟ 3:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର। Gade chapit laପବିତ୍ର ବାଇବଲ (Re-edited) - (BSI)16 ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି ଈଶ୍ଵରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ଵାରା କୃତଜ୍ଞ ହୃଦୟରେ ଗାନ କର। Gade chapit laଓଡିଆ ବାଇବେଲ16 ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର । Gade chapit laପବିତ୍ର ବାଇବଲ (CL) NT (BSI)16 ଖ୍ରୀଷ୍ଟଙ୍କ ବାର୍ତ୍ତାର ପ୍ରଚୁର ଐଶ୍ୱର୍ଯ୍ୟ ତୁମ ଅନ୍ତରରେ ବାସ କରୁ। ଜ୍ଞାନର ସହିତ ପରସ୍ପରକୁ ଶିକ୍ଷା ଓ ପରାମର୍ଶ ଦିଅ। ସ୍ତବ, ସ୍ତୁତି ଓ ସଂକୀର୍ତ୍ତନ କର। ଅନ୍ତରର କୃତଜ୍ଞତା ସହ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ, ଭଜନ କର। Gade chapit laପବିତ୍ର ବାଇବଲ16 ଖ୍ରୀଷ୍ଟଙ୍କ ଶିକ୍ଷା ତୁମ୍ଭଠାରେ ପ୍ରଚୁର ଭାବରେ ରହିଥାଉ। ପରସ୍ପରକୁ ଶିକ୍ଷା ଦେବା ଓ ଶକ୍ତିଶାଳୀ କରିବା ପାଇଁ ସମସ୍ତ ଜ୍ଞାନର ବ୍ୟବହାର କର। ନିଜ ହୃଦୟରେ ପରମେଶ୍ୱରଙ୍କ ପାଇଁ କୃତଜ୍ଞତାର ସଂଗୀତ, ଭଜନ, ଆଧ୍ୟାତ୍ମିକ ଗୀତମାନ ଗାଅ। Gade chapit la |
ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ପିତାଙ୍କୁ ଜାଣିଅଛ। ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ବଳବାନ, ପୁଣି, ଈଶ୍ବରଙ୍କ ବାକ୍ୟ ତୁମ୍ଭମାନଙ୍କଠାରେ ଅଛି ଓ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।