Biblia Todo Logo
Bib sou entènèt

- Piblisite -




କଲସୀୟ 3:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ହେ ପିତାମାନେ, ଆପଣା ଆପଣା ସନ୍ତାନମାନଙ୍କୁ ବିରକ୍ତ କର ନାହିଁ, ଯେପରି ସେମାନେ ନିରୁତ୍ସାହ ନ ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ହେ ପିତାମାନେ, ଆପଣା ଆପଣା ସନ୍ତାନମାନଙ୍କୁ ବିରକ୍ତ କର ନାହିଁ, ଯେପରି ସେମାନେ ନିରୁତ୍ସାହ ନ ହୁଅନ୍ତି।

Gade chapit la Kopi

ଓଡିଆ ବାଇବେଲ

21 ହେ ପିତାମାନେ, ଆପଣା ଆପଣା ସନ୍ତାନମାନଙ୍କୁ ବିରକ୍ତ କର ନାହିଁ, ଯେପରି ସେମାନେ ନିରୁତ୍ସାହ ନ ହୁଅନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ହେ ପିତାମାନେ, ତୁମ୍ଭମାନଙ୍କର ସନ୍ତାନମାନଙ୍କୁ ଉତ୍ତ୍ୟକ୍ତ କର ନାହିଁ। କାରଣ ଏହା ଫଳରେ ସେମାନେ ନିରୁତ୍ସାହିତ ହେବେ।

Gade chapit la Kopi

ପବିତ୍ର ବାଇବଲ

21 ପିତାଗଣ! ତୁମ୍ଭମାନଙ୍କ ସନ୍ତାନମାନଙ୍କୁ ବିରକ୍ତ କର ନାହିଁ। ଯଦି ତୁମ୍ଭେ ଅଧିକ ଆଶା କର, ତା'ହେଲେ ସେମାନେ ହତାଶ ହୋଇଯିବେ।

Gade chapit la Kopi




କଲସୀୟ 3:21
7 Referans Kwoze  

ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର।


କାରଣ ଯେପରି ପିତା ଆପଣା ସନ୍ତୋଷ ପାତ୍ର ପୁତ୍ରକୁ, ସେପରି ସଦାପ୍ରଭୁ ଆପଣା ପ୍ରେମପାତ୍ରକୁ ଅନୁଶାସନ କରନ୍ତି।


ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି।


ଆଉ ତୁମ୍ଭେମାନେ ତ ଜାଣ, ପିତା ଯେପ୍ରକାରେ ଆପଣା ସନ୍ତାନମାନଙ୍କୁ ଶିକ୍ଷା ଦିଅନ୍ତି, ସେହି ପ୍ରକାରେ ଆମ୍ଭେମାନେ ତୁମ୍ଭ ପ୍ରତ୍ୟେକ ଜଣକୁ ଉପଦେଶ ଓ ଉତ୍ସାହ ଦେଇ ଏକାନ୍ତ ଅନୁରୋଧ କରିଥିଲୁ,


ହେ ଦାସମାନେ, ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ କର୍ମ ନ କରି ବରଂ ପ୍ରଭୁଙ୍କୁ ଭୟ କରି ହୃଦୟର ସରଳତାରେ ସବୁ ବିଷୟରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କ ଆଜ୍ଞାବହ ହୁଅ।


Swiv nou:

Piblisite


Piblisite