Biblia Todo Logo
Bib sou entènèt

- Piblisite -




କଲସୀୟ 4:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତାହା ଉଚିତ୍ ମତରେ କଥା କହି ପ୍ରକାଶ କରିପାରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତାହା ଉଚିତମତେ କଥା କହି ପ୍ରକାଶ କରି ପାରେ।

Gade chapit la Kopi

ଓଡିଆ ବାଇବେଲ

4 ତାହା ଉଚିତ୍ ମତରେ କଥା କହି ପ୍ରକାଶ କରି ପାରେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ପ୍ରାର୍ଥନା କର, ଯେପରି ମୁଁ ଯଥାଯଥ ଓ ସୁସ୍ପଷ୍ଟଭାବେ ତାହା ପ୍ରଚାର କରିପାରିବି।

Gade chapit la Kopi

ପବିତ୍ର ବାଇବଲ

4 ମୁଁ ଯେପରି ଏହି ସତ୍ୟ ଲୋକମାନଙ୍କ ଆଗରେ ସ୍ପଷ୍ଟ କରି ପାରିବି, ସେଥିପାଇଁ ପ୍ରାର୍ଥନା କର। ମୁଁ ତାହା କରିବା ଉଚିତ୍।

Gade chapit la Kopi




କଲସୀୟ 4:4
10 Referans Kwoze  

ପୁଣି, ମୁଁ ଯେପରି ତତ୍ ସମ୍ବନ୍ଧରେ ଯଥୋଚିତ କଥା କହିବାକୁ ସାହସ ପ୍ରାପ୍ତ ହେବି।


ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର।


ଅତଏବ, ଏହି ପ୍ରକାର ଭରସା ପ୍ରାପ୍ତ ହୋଇ ଆମ୍ଭେମାନେ ଅତି ସାହସିକ ଅଟୁ,


କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ବରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ।


ଆଉ ଏବେ, ହେ ପ୍ରଭୁ, ସେମାନଙ୍କ ତର୍ଜନଗର୍ଜନ ପ୍ରତି ଦୃଷ୍ଟିପାତ କର; ପୁଣି, ତୁମ୍ଭର ଦାସମାନଙ୍କୁ ପୂର୍ଣ୍ଣ ସାହସ ସହ ତୁମ୍ଭର ବାକ୍ୟ କହିବାକୁ ଶକ୍ତି ଦିଅ,


ସୁଯୋଗର ସଦ୍‍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର।


Swiv nou:

Piblisite


Piblisite