Biblia Todo Logo
Bib sou entènèt

- Piblisite -




ଦାନିୟେଲ 1:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 “ଅନୁଗ୍ରହ କରି ଆପଣା ଦାସମାନଙ୍କୁ ଦଶ ଦିନ ପରୀକ୍ଷା କରନ୍ତୁ; ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ଶସ୍ୟ ଓ ପାନ ନିମନ୍ତେ ଜଳ ଦିଆଯାଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଅନୁଗ୍ରହ କରି ଆପଣା ଦାସମାନଙ୍କୁ ଦଶ ଦିନ ପରୀକ୍ଷା କରନ୍ତୁ; ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ଶସ୍ୟ ଓ ପାନ ନିମନ୍ତେ ଜଳ ଦିଆଯାଉ।

Gade chapit la Kopi

ଓଡିଆ ବାଇବେଲ

12 ଅନୁଗ୍ରହ କରି ଆପଣା ଦାସମାନଙ୍କୁ ଦଶ ଦିନ ପରୀକ୍ଷା କରନ୍ତୁ; ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ଶସ୍ୟ ଓ ପାନ ନିମନ୍ତେ ଜଳ ଦିଆଯାଉ।

Gade chapit la Kopi

ପବିତ୍ର ବାଇବଲ

12 ସେ କହିଲେ, “ଦୟାକରି ଆମ୍ଭମାନଙ୍କୁ ଦଶ ଦିନ ପାଇଁ ପରୀକ୍ଷା କରନ୍ତୁ। ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ପନିପରିବା ଓ ପିଇବା ନିମନ୍ତେ ଜଳ ଦିଅନ୍ତୁ।

Gade chapit la Kopi




ଦାନିୟେଲ 1:12
7 Referans Kwoze  

ସମସ୍ତ ପଦାର୍ଥ ଭୋଜନ କରିବା ନିମନ୍ତେ ଜଣେ ଲୋକର ବିଶ୍ୱାସ ଅଛି, କିନ୍ତୁ ଯେ ବିଶ୍ୱାସରେ ଦୁର୍ବଳ, ସେ କେବଳ ଶାକ ଭୋଜନ କରେ।


ଏଥିରେ ଗୃହାଧ୍ୟକ୍ଷ ସେମାନଙ୍କର ସେହି ଭକ୍ଷ୍ୟ ଓ ପାନୀୟ ଦ୍ରାକ୍ଷାରସ ବନ୍ଦ କରି ସେମାନଙ୍କୁ ଶସ୍ୟ ଦେଲା।


ଆଉ ମନୁଷ୍ୟ ଯେ କେବଳ ରୁଟିରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ଯାହା ନିର୍ଗତ ହୁଏ, ତହିଁରେ ହିଁ ବଞ୍ଚେ, ଏହା ତୁମ୍ଭକୁ ଜଣାଇବା ପାଇଁ ସେ ତୁମ୍ଭକୁ ନମ୍ର ଓ କ୍ଷୁଧିତ କରି ତୁମ୍ଭର ଅଜ୍ଞାତ ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି।


ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶ ଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।


ତହିଁରେ ନପୁଂସକାଧିପତି ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟଙ୍କ ଉପରେ ଯେଉଁ ଗୃହାଧ୍ୟକ୍ଷକୁ ନିଯୁକ୍ତ କରିଥିଲା, ତାହାକୁ ଦାନିୟେଲ କହିଲେ;


ତହିଁ ଉତ୍ତାରେ ଆପଣଙ୍କ ସମ୍ମୁଖରେ ଆମ୍ଭମାନଙ୍କର ମୁଖ ଓ ରାଜକୀୟ ଭକ୍ଷ୍ୟ ଭୋଜନକାରୀ ଯୁବାମାନଙ୍କର ମୁଖ ଦେଖାଯାଉ; ତହିଁରେ ଆପଣ ଯେପରି ଦେଖନ୍ତି, ତଦନୁସାରେ ଆପଣ ଦାସମାନଙ୍କ ପ୍ରତି ବ୍ୟବହାର କରନ୍ତୁ।”


Swiv nou:

Piblisite


Piblisite