ଦାନିୟେଲ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ଦଶ ଦିନର ଶେଷରେ ରାଜକୀୟ ଆହାର ଭୋଜନକାରୀ ସକଳ ଯୁବାଙ୍କ ମୁଖ ଅପେକ୍ଷା ସେମାନଙ୍କ ମୁଖ ସୁନ୍ଦର ଦେଖାଗଲା ଓ ସେମାନେ ଅଧିକ ହୃଷ୍ଟପୃଷ୍ଟ ଦେଖାଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ପୁଣି, ଦଶ ଦିନର ଶେଷରେ ରାଜକୀୟ ଆହାର ଭୋଜନକାରୀ ସକଳ ଯୁବାଙ୍କ ମୁଖ ଅପେକ୍ଷା ସେମାନଙ୍କ ମୁଖ ସୁନ୍ଦର ଦେଖାଗଲା ଓ ସେମାନେ ଅଧିକ ହୃଷ୍ଟପୃଷ୍ଟ ଦେଖାଗଲେ। Gade chapit laଓଡିଆ ବାଇବେଲ15 ପୁଣି, ଦଶ ଦିନର ଶେଷରେ ରାଜକୀୟ ଆହାର ଭୋଜନକାରୀ ସକଳ ଯୁବାଙ୍କ ମୁଖ ଅପେକ୍ଷା ସେମାନଙ୍କ ମୁଖ ସୁନ୍ଦର ଦେଖାଗଲା ଓ ସେମାନେ ଅଧିକ ହୃଷ୍ଟପୃଷ୍ଟ ଦେଖାଗଲେ। Gade chapit laପବିତ୍ର ବାଇବଲ15 ଆଉ ଦଶ ଦିନ ପରେ ଦେଖାଗଲା ସେମାନେ ରାଜକୀୟ ଭକ୍ଷ୍ୟଣକାରୀଙ୍କଠାରୁ ଅଧିକ ସୁସ୍ଥ ସବଳ ଓ ହୃଷ୍ଟପୁଷ୍ଟ ଦେଖାଗଲେ। Gade chapit la |