Biblia Todo Logo
Bib sou entènèt

- Piblisite -




ଦାନିୟେଲ 1:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ, ରାଜା ସେମାନଙ୍କୁ ନିକଟକୁ ଆଣିବା ନିମନ୍ତେ ଯେଉଁ ସମୟ ନିରୂପଣ କରିଥିଲେ, ତାହା ଶେଷ ହୁଅନ୍ତେ, ନପୁଂସକାଧିପତି ସେମାନଙ୍କୁ ନବୂଖଦ୍‍ନିତ୍ସରର ଛାମୁକୁ ଆଣିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆଉ, ରାଜା ସେମାନଙ୍କୁ ନିକଟକୁ ଆଣିବା ନିମନ୍ତେ ଯେଉଁ ସମୟ ନିରୂପଣ କରିଥିଲା, ତାହା ଶେଷ ହୁଅନ୍ତେ, ନପୁଂସକାଧିପତି ସେମାନଙ୍କୁ ନବୂଖଦ୍ନିତ୍ସରର ଛାମୁକୁ ଆଣିଲା।

Gade chapit la Kopi

ଓଡିଆ ବାଇବେଲ

18 ଆଉ, ରାଜା ସେମାନଙ୍କୁ ନିକଟକୁ ଆଣିବା ନିମନ୍ତେ ଯେଉଁ ସମୟ ନିରୂପଣ କରିଥିଲେ, ତାହା ଶେଷ ହୁଅନ୍ତେ, ନପୁଂସକାଧିପତି ସେମାନଙ୍କୁ ନବୂଖଦ୍‍ନିତ୍ସରର ଛାମୁକୁ ଆଣିଲା।

Gade chapit la Kopi

ପବିତ୍ର ବାଇବଲ

18 ରାଜା ତିନି ବର୍ଷରେ ସେମାନେ ତାଲିମପ୍ରାପ୍ତ ହେବେ ବୋଲି ଇଚ୍ଛା କରିଥିଲେ। ତାହା ଶେଷ ହେଲା ପରେ ନପୁଂସକାଧିପତି ସେମାନଙ୍କୁ ନବୂଖ‌ଦ୍‌ନିତ୍ସର ସମ୍ମୁଖକୁ ଆଣିଲା।

Gade chapit la Kopi




ଦାନିୟେଲ 1:18
4 Referans Kwoze  

ଆଉ, ସେମାନେ ଯେପରି ତିନି ବର୍ଷର ଶେଷରେ ରାଜାଙ୍କ ନିକଟରେ ଠିଆ ହେବେ, ଏଥିପାଇଁ ରାଜା ସେମାନଙ୍କ ନିମନ୍ତେ ରାଜାର ଆହାରୀୟ ଦ୍ରବ୍ୟରୁ ଓ ପାନୀୟ ଦ୍ରାକ୍ଷାରସରୁ ଦୈନିକ ଅଂଶ ଦେବା ପାଇଁ ଓ ତିନି ବର୍ଷ ପର୍ଯ୍ୟନ୍ତ ସେମାନଙ୍କ ପ୍ରତିପୋଷଣ କରିବା ପାଇଁ ନିରୂପଣ କଲା।


ଆଉ, ପରମେଶ୍ୱର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ, ବୁଦ୍ଧି ଓ ନିପୁଣତା ଦେଲେ ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।


ପୁଣି, ରାଜା ସେମାନଙ୍କ ସଙ୍ଗେ ଆଳାପ କଲେ; ଆଉ, ସେହି ସମସ୍ତଙ୍କ ମଧ୍ୟରେ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ସମାନ କେହି ଦେଖାଗଲେ ନାହିଁ; ଏଣୁ ଏମାନେ ରାଜାଙ୍କ ଛାମୁରେ ଠିଆ ହେଲେ।


ଏଥିରେ ଦାନିୟେଲ ରାଜାଙ୍କ ନିକଟକୁ ଯାଇ ଆପଣା ପାଇଁ ଗୋଟିଏ ସମୟ ନିରୂପଣ କରିବାକୁ ପ୍ରାର୍ଥନା କଲେ, ତାହା କଲେ ମହାରାଜାଙ୍କ ନିକଟରେ ସ୍ୱପ୍ନର ଅର୍ଥ ପ୍ରକାଶ କରିବି ବୋଲି କହିଲେ।


Swiv nou:

Piblisite


Piblisite