ଦାନିୟେଲ 1:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ, ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀୟ ଯେଉଁ କୌଣସି କଥା ରାଜା ସେମାନଙ୍କୁ ପଚାରିଲେ, ସେହି ସକଳ ବିଷୟରେ ସେ ଆପଣାର ସମଗ୍ର ରାଜ୍ୟସ୍ଥ ଯାବତୀୟ ମନ୍ତ୍ରବେତ୍ତା ଓ ଗଣକ ଅପେକ୍ଷା ସେମାନଙ୍କର ବିଜ୍ଞତା ଦଶଗୁଣ ଅଧିକ ଦେଖିଲା। Gade chapit laପବିତ୍ର ବାଇବଲ (Re-edited) - (BSI)20 ଆଉ, ଜ୍ଞାନ ଓ ବୁଦ୍ଧି ସମ୍ଵନ୍ଧୀୟ ଯେଉଁ କୌଣସି କଥା ରାଜା ସେମାନଙ୍କୁ ପଚାରିଲା, ସେହି ସକଳ ବିଷୟରେ ସେ ଆପଣାର ସମଗ୍ର ରାଜ୍ୟସ୍ଥ ଯାବତୀୟ ମନ୍ତ୍ରବେତ୍ତା ଓ ଗଣକ ଅପେକ୍ଷା ସେମାନଙ୍କର ବିଜ୍ଞତା ଦଶଗୁଣ ଅଧିକ ଦେଖିଲା। Gade chapit laଓଡିଆ ବାଇବେଲ20 ଆଉ, ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀୟ ଯେଉଁ କୌଣସି କଥା ରାଜା ସେମାନଙ୍କୁ ପଚାରିଲେ, ସେହି ସକଳ ବିଷୟରେ ସେ ଆପଣାର ସମଗ୍ର ରାଜ୍ୟସ୍ଥ ଯାବତୀୟ ମନ୍ତ୍ରବେତ୍ତା ଓ ଗଣକ ଅପେକ୍ଷା ସେମାନଙ୍କର ବିଜ୍ଞତା ଦଶଗୁଣ ଅଧିକ ଦେଖିଲା। Gade chapit laପବିତ୍ର ବାଇବଲ20 ଆଉ ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀୟ ଯେକୌଣସି ବିଷୟରେ ରାଜା ସେହି ଗ୍ଭରି ଯୁବକଙ୍କୁ ପଗ୍ଭରୁଥିଲେ, ସେମାନେ ବିଜ୍ଞ ଉତ୍ତର ଦେଉଥିଲେ। ରାଜା ସମଗ୍ର ରାଜ୍ୟରେ ସମସ୍ତ ମନ୍ତ୍ରଜ୍ଞ ଓ ଗଣକମାନଙ୍କ ଅପେକ୍ଷା ସେମାନେ ଦଶଗୁଣ ଅଧିକ ଜ୍ଞାନୀ ବୋଲି ଜାଣିଲେ। Gade chapit la |