Biblia Todo Logo
Bib sou entènèt

- Piblisite -




ଦାନିୟେଲ 1:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ଦାନିୟେଲ କୋରସ୍‍ ରାଜାର ପ୍ରଥମ ବର୍ଷ ପର୍ଯ୍ୟନ୍ତ ସେଠାରେ ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପୁଣି, ଦାନିୟେଲ କୋରସ ରାଜାର ପ୍ରଥମ ବର୍ଷ ପର୍ଯ୍ୟନ୍ତ ରହିଲେ।

Gade chapit la Kopi

ଓଡିଆ ବାଇବେଲ

21 ପୁଣି, ଦାନିୟେଲ କୋରସ୍‍ ରାଜାର ପ୍ରଥମ ବର୍ଷ ପର୍ଯ୍ୟନ୍ତ ତା’ଙ୍କ ସେବାରେ ରହିଲେ।

Gade chapit la Kopi

ପବିତ୍ର ବାଇବଲ

21 ପୁଣି ଦାନିୟେଲ କୋରସ୍ ରାଜାର ପ୍ରଥମବର୍ଷ ପର୍ଯ୍ୟନ୍ତ ରହିଲେ।

Gade chapit la Kopi




ଦାନିୟେଲ 1:21
4 Referans Kwoze  

ଏହିରୂପେ ଦାନିୟେଲ ଦାରୀୟାବସର ରାଜତ୍ୱ ସମୟରେ ଓ ପାରସିକ କୋରସ୍‍ର ରାଜତ୍ୱ ସମୟରେ ଉନ୍ନତି ଲାଭ କଲେ।


ପାରସ୍ୟର ରାଜା କୋରସ୍‍ଙ୍କ ରାଜତ୍ଵର ତୃତୀୟ ବର୍ଷରେ ବେଲ୍‍ଟଶତ୍ସର ନାମରେ ପରିଚିତ ଦାନିୟେଲଙ୍କ ପ୍ରତି ଏକ ବିଷୟ ପ୍ରକାଶିତ ହେଲା ଓ ତାହା ସତ୍ୟ, ତାହା ଏକ ମହାଯୁଦ୍ଧ ବିଷୟ; ପୁଣି, ସେ ତାହା ବୁଝିଲେ ଓ ସେହି ଦର୍ଶନ ବିଷୟ ତାଙ୍କୁ ଜ୍ଞାତ ହେଲା।


ଯିରିମୀୟଙ୍କ ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳାର୍ଥେ ପାରସ୍ୟର ରାଜା କୋରସ୍‍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ସଦାପ୍ରଭୁ ପାରସ୍ୟର ରାଜା କୋରସ୍‍ର ମନକୁ ଉଦ୍ଦୀପିତ କରନ୍ତେ, ସେ ଆପଣା ରାଜ୍ୟର ସର୍ବତ୍ର ଘୋଷଣା କରାଇ, ମଧ୍ୟ ଲେଖାଇ ଏହି କଥା ପ୍ରଚାର କରାଇଲା, ଯଥା,


“ପାରସ୍ୟର ରାଜା କୋରସ୍‍ ଏହା କହନ୍ତି, ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର, ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ ଆମ୍ଭକୁ ଆଜ୍ଞା କରିଅଛନ୍ତି।


Swiv nou:

Piblisite


Piblisite