ଦାନିୟେଲ 10:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ସେ ମୋତେ କହିଲେ, “ହେ ଅତ୍ୟନ୍ତ ପ୍ରିୟପାତ୍ର ଦାନିୟେଲ, ଆମ୍ଭେ ତୁମ୍ଭଙ୍କୁ ଯେଉଁ ଯେଉଁ ବାକ୍ୟ କହୁ, ତାହା ବୁଝ ଓ ସିଧା ହୋଇ ଠିଆ ହୁଅ; କାରଣ ଏବେ ଆମ୍ଭେ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛୁ;” ସେ ମୋତେ ଏହି କଥା କହିବାରୁ ମୁଁ କମ୍ପି କମ୍ପି ଠିଆ ହେଲି। Gade chapit laପବିତ୍ର ବାଇବଲ (Re-edited) - (BSI)11 ପୁଣି, ସେ ମୋତେ କହିଲେ, ହେ ଅତ୍ୟ; ପ୍ରିୟପାତ୍ର ଦାନିୟେଲ, ଆମ୍ଭେ ତୁମ୍ଭଙ୍କୁ ଯେଉଁ ଯେଉଁ ବାକ୍ୟ କହୁ, ତାହା ବୁଝ ଓ ସଳଖ ହୋଇ ଠିଆ ହୁଅ; କାରଣ ଏବେ ଆମ୍ଭେ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛୁ; ସେ ମୋତେ ଏହି କଥା କହିବାରୁ ମୁଁ କମ୍ପି କମ୍ପି ଠିଆ ହେଲି। Gade chapit laଓଡିଆ ବାଇବେଲ11 ପୁଣି, ସେ ମୋତେ କହିଲେ, ହେ ଅତ୍ୟନ୍ତ ପ୍ରିୟପାତ୍ର ଦାନିୟେଲ, ଆମ୍ଭେ ତୁମ୍ଭଙ୍କୁ ଯେଉଁ ଯେଉଁ ବାକ୍ୟ କହୁ, ତାହା ବୁଝ ଓ ସିଧା ହୋଇ ଠିଆ ହୁଅ; କାରଣ ଏବେ ଆମ୍ଭେ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛୁ; ସେ ମୋତେ ଏହି କଥା କହିବାରୁ ମୁଁ କମ୍ପି କମ୍ପି ଠିଆ ହେଲି। Gade chapit laପବିତ୍ର ବାଇବଲ11 ସେ ମୋତେ କହିଲେ, “ହେ ଦାନିୟେଲ, ତୁମ୍ଭେ ପରମେଶ୍ୱରଙ୍କର ଅତି ପ୍ରିୟପାତ୍ର। ମୋ’ କଥା ଶୁଣ ଓ ମୋତେ ବୁଝିବାକୁ ଚେଷ୍ଟା କର।” ଛିଡ଼ା ହୁଅ। ମୁଁ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛି। ସେ ମୋତେ ଏହିକଥା କହିବାରୁ ମୁଁ କମ୍ପିତ ହୋଇ ଛିଡ଼ା ହେଲି। Gade chapit la |