ଦାନିୟେଲ 10:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କାରଣ ମୋର ଏହି ପ୍ରଭୁଙ୍କର ଦାସ କିପ୍ରକାରେ ଏହି ମୋʼ ପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରିପାରେ? ସେହିକ୍ଷଣେ ମୋʼ ଠାରେ କିଛି ବଳ ଅବା ମୋʼ ମଧ୍ୟରେ ଶ୍ୱାସ ରହିଲା ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)17 କାରଣ ମୋର ଏହି ପ୍ରଭୁଙ୍କର ଦାସ କିପ୍ରକାରେ ଏହି ମୋʼ ପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରି ପାରେ? ସେହିକ୍ଷଣେ ମୋʼଠାରେ କିଛି ବଳ ଅବା ମୋʼ ମଧ୍ୟରେ ଶ୍ଵାସ ରହିଲା ନାହିଁ। Gade chapit laଓଡିଆ ବାଇବେଲ17 କାରଣ ମୋର ଏହି ପ୍ରଭୁଙ୍କର ଦାସ କିପ୍ରକାରେ ଏହି ମୋ’ ପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରି ପାରେ ? ସେହିକ୍ଷଣେ ମୋ’ଠାରେ କିଛି ବଳ ଅବା ମୋ’ ମଧ୍ୟରେ ଶ୍ୱାସ ରହିଲା ନାହିଁ। Gade chapit laପବିତ୍ର ବାଇବଲ17 ମୁଁ ଦାନିୟେଲ, ପ୍ରଭୁଙ୍କର ଦାସ। କିପରି ମୋର ପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରିବି। ମୋର ଶକ୍ତି ନାହିଁ, ଏପରିକି ମୁଁ ନିଶ୍ୱାସ ନେଇ ପାରୁ ନାହିଁ।” Gade chapit la |
ତହିଁରେ ବେଲ୍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, “ହେ ବେଲ୍ଟଶତ୍ସର, ସେହି ସ୍ୱପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ।” ବେଲ୍ଟଶତ୍ସର ଉତ୍ତର କରି କହିଲେ, “ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ।