Biblia Todo Logo
Bib sou entènèt

- Piblisite -




ଦାନିୟେଲ 10:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତହିଁରେ ସେ କହିଲେ, “ଆମ୍ଭେ କି ନିମନ୍ତେ ତୁମ୍ଭ ନିକଟକୁ ଆସିଅଛୁ, ତାହା କି ତୁମ୍ଭେ ଜାଣ? ଏବେ ଆମ୍ଭେ ପାରସ୍ୟର ଅଧିପତି ସଙ୍ଗେ ଯୁଦ୍ଧ କରିବା ପାଇଁ ଫେରିଯିବା; ଆଉ, ଆମ୍ଭେ ବାହାରିଲେ, ଦେଖ, ଗ୍ରୀସ୍‍ର ଅଧିପତି ଆସିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ତହିଁରେ ସେ କହିଲେ, ଆମ୍ଭେ କି ନିମନ୍ତେ ତୁମ୍ଭ ନିକଟକୁ ଆସିଅଛୁ, ତାହା କି ତୁମ୍ଭେ ଜାଣ? ଏବେ ଆମ୍ଭେ ପାରସ୍ୟର ଅଧିପତି ସଙ୍ଗେ ଯୁଦ୍ଧ କରିବା ପାଇଁ ଫେରିଯିବା; ଆଉ, ଆମ୍ଭେ ବାହାରିଲେ, ଦେଖ, ଗ୍ରୀସ୍ର ଅଧିପତି ଆସିବ।

Gade chapit la Kopi

ଓଡିଆ ବାଇବେଲ

20 ତହିଁରେ ସେ କହିଲେ, “ଆମ୍ଭେ କି ନିମନ୍ତେ ତୁମ୍ଭ ନିକଟକୁ ଆସିଅଛୁ, ତାହା କି ତୁମ୍ଭେ ଜାଣ ? ଏବେ ଆମ୍ଭେ ପାରସ୍ୟର ଅଧିପତି ସଙ୍ଗେ ଯୁଦ୍ଧ କରିବା ପାଇଁ ଫେରିଯିବା; ଆଉ, ଆମ୍ଭେ ବାହାରିଲେ, ଦେଖ, ଗ୍ରୀସ୍‍ର ଅଧିପତି ଆସିବ।

Gade chapit la Kopi

ପବିତ୍ର ବାଇବଲ

20 ତେଣୁ ସେ କହିଲେ, “ହେ ଦାନିୟେଲ, ଆମ୍ଭେ ତୁମ୍ଭ ନିକଟକୁ କାହିଁକି ଆସିଅଛୁ ତୁମ୍ଭେ ଜାଣକି? ଏବେ ଆମ୍ଭେ ପାରସ୍ୟର ଅଧିପତି ସଙ୍ଗେ ଯୁଦ୍ଧ କରିବାକୁ ଫେରିଯିବା। ଆଉ ଆମ୍ଭେ ଗଲାପରେ ଗ୍ରୀ‌‌ସ୍‌‌ର ଅଧିପତି ଆସିବ।

Gade chapit la Kopi




ଦାନିୟେଲ 10:20
8 Referans Kwoze  

ପୁଣି, ସେ ଲୋମଶ ଛାଗ ଯବନ ଦେଶର ରାଜା ଓ ତାହାର ଦୁଇ ଚକ୍ଷୁର ମଧ୍ୟସ୍ଥାନରେ ଥିବାର ବୃହତ ଶୃଙ୍ଗ ପ୍ରଥମ ରାଜା।


ମାତ୍ର ପାରସ୍ୟ ରାଜ୍ୟର ଅଧିପତି ଏକୋଇଶ ଦିନ ପର୍ଯ୍ୟନ୍ତ ଆମ୍ଭର ପ୍ରତିବାଧା କଲା; ମାତ୍ର ଦେଖ, ପ୍ରଧାନ ଅଧିପତିମାନଙ୍କର ମଧ୍ୟରୁ ମୀଖାୟେଲ ନାମରେ ଜଣେ ଆମ୍ଭର ସାହାଯ୍ୟ କରିବାକୁ ଆସିଲେ; ଆଉ, ଆମ୍ଭେ ସେହି ସ୍ଥାନରେ ପାରସ୍ୟର ରାଜାଗଣର ସଙ୍ଗରେ ରହିଲୁ।


ତତ୍‌କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କୁ ଆଘାତ କଲେ, କାରଣ ସେ ଈଶ୍ବରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାହାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ।


ଏଉତ୍ତାରେ ମୁଁ ଦେଖିଲି, ଦେଖ, ଚିତାବାଘ ସଦୃଶ ଆଉ ଗୋଟିଏ ପଶୁ, ତାହାର ପିଠିରେ ପକ୍ଷୀର ଚାରି ଡେଣା ଥିଲା; ମଧ୍ୟ ସେ ପଶୁର ଚାରି ମସ୍ତକ ଥିଲା ଆଉ, ତାହାକୁ କର୍ତ୍ତୃତ୍ୱ ଦିଆଗଲା।


ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ।


ତହିଁରେ ଦେଶସ୍ଥ ଲୋକମାନେ ଯିହୁଦାର ଲୋକମାନଙ୍କ ହସ୍ତ ଦୁର୍ବଳ କରିବାକୁ ଓ ନିର୍ମାଣ କାର୍ଯ୍ୟରେ ସେମାନଙ୍କୁ କ୍ଳେଶ ଦେବାକୁ ଲାଗିଲେ,


Swiv nou:

Piblisite


Piblisite