Biblia Todo Logo
Bib sou entènèt

- Piblisite -




ଦାନିୟେଲ 10:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମାତ୍ର ସତ୍ୟଗ୍ରନ୍ଥରେ ଯାହା ଲିଖିତ ଅଛି, ତାହା ଆମ୍ଭେ ତୁମ୍ଭଙ୍କୁ ଜଣାଇବୁ; ଏମାନଙ୍କ ବିରୁଦ୍ଧରେ ଆମ୍ଭର ସାହାଯ୍ୟ କରିବା ପାଇଁ ତୁମ୍ଭମାନଙ୍କର ଅଧିପତି ମୀଖାୟେଲ ବିନୁ ଆଉ କେହି ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ମାତ୍ର ସତ୍ୟ-ଗ୍ରନ୍ଥରେ ଯାହା ଲିଖିତ ଅଛି, ତାହା ଆମ୍ଭେ ତୁମ୍ଭଙ୍କୁ ଜଣାଇବୁ; ଏମାନଙ୍କ ପ୍ରତିକୂଳରେ ଆମ୍ଭର ସାହାଯ୍ୟ କରିବା ପାଇଁ ତୁମ୍ଭମାନଙ୍କର ଅଧିପତି ମୀଖାୟେଲ ଛଡ଼ା ଆଉ କେହି ନାହିଁ।

Gade chapit la Kopi

ଓଡିଆ ବାଇବେଲ

21 ମାତ୍ର ସତ୍ୟଗ୍ରନ୍ଥରେ ଯାହା ଲିଖିତ ଅଛି, ତାହା ଆମ୍ଭେ ତୁମ୍ଭଙ୍କୁ ଜଣାଇବୁ; ଏମାନଙ୍କ ବିରୁଦ୍ଧରେ ଆମ୍ଭର ସାହାଯ୍ୟ କରିବା ପାଇଁ ତୁମ୍ଭମାନଙ୍କର ଅଧିପତି ମୀଖାୟେଲ ବିନୁ ଆଉ କେହି ନାହାନ୍ତି।”

Gade chapit la Kopi

ପବିତ୍ର ବାଇବଲ

21 ମାତ୍ର ପବିତ୍ର ପୁସ୍ତକରେ ଯାହା ଲିଖିତ ଅଛି ଆମ୍ଭେ ତୁମ୍ଭକୁ ଜଣାଇବୁ। କେବଳ ମୀଖାୟେଲ ମୋତେ ସେହି ଦୁଷ୍ଟ ସ୍ୱର୍ଗଦୂତମାନଙ୍କ ବିରୁଦ୍ଧରେ ସାହାଯ୍ୟ କରିବା ପାଇଁ ସେଠାରେ ଅଛନ୍ତି। ମୀଖାୟେଲ ହେଉଛନ୍ତି ତୁମ୍ଭର ଲୋକମାନଙ୍କର ରାଜକୁମାର।

Gade chapit la Kopi




ଦାନିୟେଲ 10:21
14 Referans Kwoze  

ମାତ୍ର ପାରସ୍ୟ ରାଜ୍ୟର ଅଧିପତି ଏକୋଇଶ ଦିନ ପର୍ଯ୍ୟନ୍ତ ଆମ୍ଭର ପ୍ରତିବାଧା କଲା; ମାତ୍ର ଦେଖ, ପ୍ରଧାନ ଅଧିପତିମାନଙ୍କର ମଧ୍ୟରୁ ମୀଖାୟେଲ ନାମରେ ଜଣେ ଆମ୍ଭର ସାହାଯ୍ୟ କରିବାକୁ ଆସିଲେ; ଆଉ, ଆମ୍ଭେ ସେହି ସ୍ଥାନରେ ପାରସ୍ୟର ରାଜାଗଣର ସଙ୍ଗରେ ରହିଲୁ।


ତତ୍ପରେ ସ୍ୱର୍ଗରେ ଯୁଦ୍ଧ ହେଲା, ମୀଖାୟେଲ ଓ ତାହାଙ୍କ ଦୂତମାନେ ସେହି ସର୍ପ ସହିତ ଯୁଦ୍ଧ କଲେ। ସେଥିରେ ସେହି ସର୍ପ ଓ ତାହାର ଦୂତମାନେ ମଧ୍ୟ ଯୁଦ୍ଧ କଲେ,


ସେହି ସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେହି ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର ସମୟ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେହି ସମୟରେ ଉଦ୍ଧାର ପାଇବେ।


କିନ୍ତୁ ପ୍ରଧାନ ଦୂତ ମୀଖାୟେଲ ମୋଶାଙ୍କ ଶବ ବିଷୟରେ ଶୟତାନ ସହିତ ବାଦାନୁବାଦ କରିବା ସମୟରେ ନିନ୍ଦା କରି ତାହାର ବିଚାର କରିବାକୁ ସାହସୀ ନ ହୋଇ, କେବଳ ଏତିକି କହିଲେ, ପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ।


ପୁଣି, ଭାବବାଦୀମାନଙ୍କର ବାକ୍ୟ ଏହା ସହିତ ମିଶୁଅଛି, ଯେପରି ଲେଖାଅଛି,


ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ କରି ଓ ଏହି ନଳାକାର ପୁସ୍ତକ ମୁଦ୍ରାଙ୍କନ କରି ରଖ; ଅନେକେ ଏଣେତେଣେ ଧାବମାନ ହେବେ ଓ ଜ୍ଞାନର ବୃଦ୍ଧି ହେବ।”


ଏଥିପାଇଁ ତୁମ୍ଭେ ଜ୍ଞାତ ହୁଅ ଓ ବୁଝ ଯେ, ଯିରୂଶାଲମକୁ ପୁନଃସ୍ଥାପନ ଓ ନିର୍ମାଣ କରିବାର ଆଜ୍ଞା ପ୍ରକାଶ ହେବା ସମୟଠାରୁ ଅଧିପତି, ଅଭିଷିକ୍ତ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସାତ ସପ୍ତାହ ହେବ; ପୁଣି, ସଙ୍କଟ କାଳରେ ହିଁ ତାହା ଛକ ଓ ପରିଖା ସହିତ ତିନି କୋଡ଼ି ଦୁଇ ସପ୍ତାହ ପୁନଃନିର୍ମିତ ହେବ।


ଆଉ, ସନ୍ଧ୍ୟା ଓ ପ୍ରାତଃକାଳ ବିଷୟରେ କଥିତ ଦର୍ଶନ ସତ୍ୟ; ମାତ୍ର ତୁମ୍ଭେ ଏହି ଦର୍ଶନ ମୁଦ୍ରାଙ୍କିତ କର; କାରଣ ତାହା ଆଗାମୀ ଅନେକ ଦିନର କଥା।”


ପ୍ରାଚୀନକାଳରୁ ଈଶ୍ବର ଆପଣାର ସମସ୍ତ କର୍ମ ଜଣାଇଛନ୍ତି।’


ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ପ୍ରକାଶ ନ କରି କିଛି କରନ୍ତି ନାହିଁ।


ପୁଣି, ସେ ମୋତେ ଶିକ୍ଷା ଦେଲେ ଓ ମୋʼ ସଙ୍ଗେ କଥାବାର୍ତ୍ତା କରି କହିଲେ, “ହେ ଦାନିୟେଲ, ମୁଁ ଏବେ ତୁମ୍ଭକୁ ବୁଦ୍ଧିର କୌଶଳ ଦେବାକୁ ଆସିଲି।


Swiv nou:

Piblisite


Piblisite