Biblia Todo Logo
Bib sou entènèt

- Piblisite -




ଦାନିୟେଲ 10:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ପ୍ରଥମ ମାସର ଚତୁର୍ବିଂଶ ଦିନରେ ମୁଁ ହିଦ୍ଦେକଲ ନାମକ ମହାନଦୀ ତୀରରେ ଥିବା ବେଳେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ପ୍ରଥମ ମାସର ଚତୁର୍ବିଂଶ ଦିନରେ ମୁଁ ହିଦ୍ଦେକଲ ନାମକ ମହାନଦୀ ତୀରରେ ଥିବା ବେଳେ,

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ପ୍ରଥମ ମାସର ଚତୁର୍ବିଂଶ ଦିନରେ ମୁଁ ହିଦ୍ଦେକଲ ନାମକ ମହାନଦୀ ତୀରରେ ଥିବା ବେଳେ,

Gade chapit la Kopi

ପବିତ୍ର ବାଇବଲ

4 ବର୍ଷର ପ୍ରଥମ ମାସର ଚତୁର୍ବିଂଶ ଦିବସରେ ମୁଁ ଟାଇଗ୍ରୀସ୍ ନାମକ ମହାନଦୀ ତୀରରେ ଠିଆ ହୋଇଥିଲି।

Gade chapit la Kopi




ଦାନିୟେଲ 10:4
4 Referans Kwoze  

ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ପୂର୍ବ ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍‍।


ପୁଣି, ମୁଁ ଦର୍ଶନକ୍ରମେ ଦେଖିଲି; ମୁଁ ଦେଖୁ ଦେଖୁ ଦେଖିଲି ଯେ, ମୁଁ ଏଲମ୍‍ ପ୍ରଦେଶସ୍ଥ ଶୂଶନ୍‍ ରାଜଗୃହରେ ଅଛି; ଆଉ, ସେହି ଦର୍ଶନରେ ମୁଁ ଦେଖିଲି ଯେ, ମୁଁ ଉଳୟ ନଦୀ ନିକଟରେ ଅଛି।


କଲ୍‍ଦୀୟମାନଙ୍କ ଦେଶରେ କବାର ନଦୀ କୂଳରେ ବୂଷିର ପୁତ୍ର ଯିହିଜିକଲ ଯାଜକଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା; ପୁଣି, ସେଠାରେ ସଦାପ୍ରଭୁଙ୍କର ହସ୍ତ ତାଙ୍କ ଉପରେ ଥିଲା।


ସେତେବେଳେ ମୁଁ ଦାନିୟେଲ ଅନାଇଲି, ଆଉ ଦେଖ, ଅନ୍ୟ ଦୁଇ ଜଣ ଠିଆ ହୋଇଅଛନ୍ତି, ଜଣେ ନଦୀତୀରର ଏପାଖରେ ଓ ଅନ୍ୟ ଜଣ ନଦୀତୀରର ସେପାଖରେ।


Swiv nou:

Piblisite


Piblisite