ଦାନିୟେଲ 11:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ, ତାହାର ପୁତ୍ରଗଣ ଯୁଦ୍ଧ କରିବେ ଓ ମହା-ସୈନିକ ଜନତା ସଂଗ୍ରହ କରିବେ, ସେମାନେ ଆସି ବଢ଼ି ତୁଲ୍ୟ ଉଚ୍ଛୁଳି ବହି ଚାଲିଯିବେ; ଆଉ, ସେମାନେ ଫେରି ତାହାର ଦୁର୍ଗ ପର୍ଯ୍ୟନ୍ତ ଯୁଦ୍ଧ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଆଉ, ତାହାର ପୁତ୍ରଗଣ ଯୁଦ୍ଧ କରିବେ ଓ ମହା ସୈନିକ-ଜନତା ସଂଗ୍ରହ କରିବେ, ସେମାନେ ଆସି ବଢ଼ି ତୁଲ୍ୟ ଉଚ୍ଛୁଳି ବହି ଚାଲିଯିବେ; ଆଉ, ସେମାନେ ଫେରି ତାହାର ଦୁର୍ଗ ପର୍ଯ୍ୟନ୍ତ ଯୁଦ୍ଧ କରିବେ। Gade chapit laଓଡିଆ ବାଇବେଲ10 ଆଉ, ତାହାର ପୁତ୍ରଗଣ ଯୁଦ୍ଧ କରିବେ ଓ ମହା-ସୈନିକ ଜନତା ସଂଗ୍ରହ କରିବେ, ସେମାନେ ଆସି ବଢ଼ି ତୁଲ୍ୟ ଉଚ୍ଛୁଳି ବହି ଚାଲି ଯିବେ; ଆଉ, ସେମାନେ ଫେରି ତାହାର ଦୁର୍ଗ ପର୍ଯ୍ୟନ୍ତ ଯୁଦ୍ଧ କରିବେ। Gade chapit laପବିତ୍ର ବାଇବଲ10 “ଆଉ ତାହା ପୁତ୍ରଗଣ ଯୁଦ୍ଧ କରିବେ। ସେମାନେ ଏକ ବିରାଟ ସୈନ୍ୟବାହିନୀ ସଂଗ୍ରହ କରିବେ। ଆଉ ଦକ୍ଷିଣରେ ସେମାନେ ବନ୍ୟାଜଳ ତୁଲ୍ୟ ଉଚ୍ଛୁଳି ବହିଯିବେ। ଏବଂ ସେମାନେ ଦକ୍ଷିଣ ରାଜାଙ୍କର ଦୁର୍ଗ ପର୍ଯ୍ୟନ୍ତ ଯୁଦ୍ଧ କରିବେ। Gade chapit la |