ଦାନିୟେଲ 11:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଥିଉତ୍ତାରେ ସେ ଦ୍ୱୀପଗଣର ବିରୁଦ୍ଧରେ ଯାଇ ଅନେକଙ୍କୁ ହସ୍ତଗତ କରିବ; ମାତ୍ର ଜଣେ ଅଧିପତି ତାହାର କୃତ ଅପମାନ ନିବୃତ କରାଇବ; ଆହୁରି, ସେ ତାହାର ଅପମାନ ତାହା ଉପରେ ବର୍ତ୍ତାଇବ। Gade chapit laପବିତ୍ର ବାଇବଲ (Re-edited) - (BSI)18 ଏଥିଉତ୍ତାରେ ସେ ଦ୍ଵୀପଗଣର ବିରୁଦ୍ଧରେ ଯାଇ ଅନେକଙ୍କୁ ହସ୍ତଗତ କରିବ; ମାତ୍ର ଜଣେ ଅଧିପତି ତାହାର କୃତ ଅପମାନ ନିବୃତ କରାଇବ; ଆହୁରି, ସେ ତାହାର ଅପମାନ ତାହା ଉପରେ ବର୍ତ୍ତାଇବ। Gade chapit laଓଡିଆ ବାଇବେଲ18 ଏଥିଉତ୍ତାରେ ସେ ଦ୍ୱୀପଗଣର ବିରୁଦ୍ଧରେ ଯାଇ ଅନେକଙ୍କୁ ହସ୍ତଗତ କରିବ; ମାତ୍ର ଜଣେ ଅଧିପତି ତାହାର କୃତ ଅପମାନ ନିବୃତ କରାଇବ; ଆହୁରି, ସେ ତାହାର ଅପମାନ ତାହା ଉପରେ ବର୍ତ୍ତାଇବ। Gade chapit laପବିତ୍ର ବାଇବଲ18 “ଏହା ପରେ ସେ ଉପକୂଳବର୍ତ୍ତୀ ଅଞ୍ଚଳ ବିରୁଦ୍ଧରେ ଯାଇ ଅନେକଙ୍କୁ କାବୁ କରିବ। ମାତ୍ର ଜଣେ ଅଧିପତି ତାକୁ ପରାସ୍ତ କରିବ। ସେ ତାହା ବିରୁଦ୍ଧରେ ଯାଇ ତାକୁ ଅପମାନିତ କରିବ। Gade chapit la |
ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ, ପୂଲ୍ ଓ ଲୁଦ୍, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ୍ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।