Biblia Todo Logo
Bib sou entènèt

- Piblisite -




ଦାନିୟେଲ 11:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଥିଉତ୍ତାରେ ଯେଉଁ ଜନ ତାହାର ପଦ ପ୍ରାପ୍ତ ହେବ, ସେ ରାଜ୍ୟର ଶୋଭା ସ୍ଥାନର ମଧ୍ୟଦେଇ ଯିବା ପାଇଁ ଜଣେ ପ୍ରଜାପୀଡ଼କକୁ ପ୍ରେରଣ କରିବ; ମାତ୍ର ଅଳ୍ପ ଦିନ ମଧ୍ୟରେ ସେ ବିନଷ୍ଟ ହେବ, ମାତ୍ର କ୍ରୋଧରେ ନୁହେଁ, କିଅବା ଯୁଦ୍ଧରେ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଏଥିଉତ୍ତାରେ ଯେଉଁ ଜନ ତାହାର ପଦ ପ୍ରାପ୍ତ ହେବ, ସେ ରାଜ୍ୟର ଶୋଭା ସ୍ଥାନର ମଧ୍ୟ ଦେଇ ଯିବା ପାଇଁ ଜଣେ ପ୍ରଜାପୀଡ଼କକୁ ପ୍ରେରଣ କରିବ; ମାତ୍ର ଅଳ୍ପ ଦିନ ମଧ୍ୟରେ ସେ ବିନଷ୍ଟ ହେବ, ମାତ୍ର କ୍ରୋଧରେ ନୁହେଁ, କିଅବା ଯୁଦ୍ଧରେ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

20 ଏଥିଉତ୍ତାରେ ଯେଉଁ ଜନ ତାହାର ପଦ ପ୍ରାପ୍ତ ହେବ, ସେ ରାଜ୍ୟର ଶୋଭା ସ୍ଥାନର ମଧ୍ୟ ଦେଇ ଯିବା ପାଇଁ ଜଣେ ପ୍ରଜାପୀଡ଼କକୁ ପ୍ରେରଣ କରିବ; ମାତ୍ର ଅଳ୍ପ ଦିନ ମଧ୍ୟରେ ସେ ବିନଷ୍ଟ ହେବ, ମାତ୍ର କ୍ରୋଧରେ ନୁହେଁ, କିଅବା ଯୁଦ୍ଧରେ ନୁହେଁ।

Gade chapit la Kopi

ପବିତ୍ର ବାଇବଲ

20 “ସେ ଉତ୍ତର ଦେଶର ରାଜାଙ୍କ ଅନ୍ତେ ଜଣେ ନୂତନ ରାଜା ଆସିବେ। ସେ ରାଜା ଜଣଙ୍କ ରାଜକୀୟ ପରିବାରରୁ ଆସିବେ ନାହିଁ। ନିଜର ସୁଖ ବୃଦ୍ଧି ପାଇଁ ଧନ ଉପାର୍ଜନ କରିବା ନିମନ୍ତେ ଜଣେ କରଆଦାୟକାରୀଙ୍କୁ ନିଯୁକ୍ତ କରିବ। ମାତ୍ର ଅଳ୍ପଦିନ ପରେ, ସେ ବିନଷ୍ଟ ହେବ, ମାତ୍ର କ୍ରୋଧରେ ନୁହେଁ କି ଯୁଦ୍ଧରେ ନୁହେଁ।

Gade chapit la Kopi




ଦାନିୟେଲ 11:20
7 Referans Kwoze  

ଆମ୍ଭେ ପିତ୍ତଳର ପାଲଟେ ସୁବର୍ଣ୍ଣ ଆଣିବା ଓ ଲୁହାର ପାଲଟେ ରୂପା, କାଷ୍ଠର ପାଲଟେ ପିତ୍ତଳ ଓ ପ୍ରସ୍ତର ପାଲଟେ ଲୁହା ଆଣିବା; ଆହୁରି, ଆମ୍ଭେ ତୁମ୍ଭର ଅଧ୍ୟକ୍ଷ ପଦରେ ଶାନ୍ତିକୁ ଓ ତୁମ୍ଭର ଅଧିକାରୀ ପଦରେ ଧାର୍ମିକତାକୁ ନିଯୁକ୍ତ କରିବା।


ପୁଣି, ଯାହାକୁ ସେମାନେ ରାଜାର ସମ୍ମାନ ଦେଇ ନ ଥିଲେ, ଏପରି ଜଣେ ତୁଚ୍ଛ ଲୋକ ତାହାର ପଦ ପ୍ରାପ୍ତ ହେବ; ମାତ୍ର ସେ ନିଶ୍ଚିନ୍ତ ସମୟରେ ଆସିବ ଓ ଚାଟୁବାକ୍ୟ ଦ୍ୱାରା ରାଜ୍ୟ ପାଇବ।


ମାତ୍ର କନ୍ୟାର ମୂଳର ଏକ ପଲ୍ଲବରୁ ଜଣେ ସ୍ୱ ସ୍ଥାନରେ ଉତ୍ପନ୍ନ ହେବ, ସେ ସୈନ୍ୟଶ୍ରେଣୀକୁ ଆସି ଉତ୍ତର ଦେଶୀୟ ରାଜାର ଦୁର୍ଗରେ ପ୍ରବେଶ କରିବ ଓ ସେମାନଙ୍କର ବିପକ୍ଷାଚରଣ କରି ଜୟଯୁକ୍ତ ହେବ;


କାରଣ ଯେପରି ଦୁଗ୍ଧ ମନ୍ଥନରେ ଲବଣୀ ବାହାରେ ଓ ନାସିକା ମନ୍ଥନରେ ରକ୍ତ ବାହାରେ; ତଦ୍ରୂପ କ୍ରୋଧ ମନ୍ଥନରେ ବିବାଦ ବାହାରେ।


ଏଥିଉତ୍ତାରେ ଯିହୋୟାକୀମ୍‍ ଫାରୋକୁ ସେହି ସକଳ ରୂପା ଓ ସୁନା ଦେଲେ; ମାତ୍ର ଫାରୋର ଆଜ୍ଞାନୁସାରେ ସେହି ସବୁ ଦେବା ନିମନ୍ତେ ସେ ଦେଶ ଉପରେ କର ବସାଇଲେ। ସେ ଫାରୋ-ନଖୋକୁ ଦେବା ନିମନ୍ତେ ପ୍ରତ୍ୟେକର ଉପରେ ନିରୂପିତ କର ଅନୁସାରେ ଦେଶର ଲୋକମାନଙ୍କଠାରୁ ସେହି ରୂପା ଓ ସୁନା ଆଦାୟ କଲେ।


ଏହି ବାର୍ତ୍ତା ଯାହା ହବକ୍କୂକ ଭବିଷ୍ୟଦ୍‍ବକ୍ତା ଦର୍ଶନରେ ପାଇଥିଲେ।


Swiv nou:

Piblisite


Piblisite