ଦାନିୟେଲ 11:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ସେ ଆପଣା ପୂର୍ବପୁରୁଷଗଣର ଦେବତାମାନଙ୍କୁ ମାନିବ ନାହିଁ; ଅଥବା ସ୍ତ୍ରୀମାନଙ୍କ ବାଞ୍ଛାକୁ କିଅବା କୌଣସି ଦେବତାକୁ ମାନିବ ନାହିଁ; କାରଣ ସେ ସମସ୍ତଙ୍କ ଅପେକ୍ଷା ଆପଣାକୁ ବଡ଼ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)37 ସେ ଆପଣା ପିତୃଗଣର ଦେବତାମାନଙ୍କୁ ମାନିବ ନାହିଁ; ଅଥବା ସ୍ତ୍ରୀମାନଙ୍କ ବାଞ୍ଛାକୁ କିଅବା କୌଣସି ଦେବତାକୁ ମାନିବ ନାହିଁ; କାରଣ ସେ ସମସ୍ତଙ୍କ ଅପେକ୍ଷା ଆପଣାକୁ ବଡ଼ କରିବ। Gade chapit laଓଡିଆ ବାଇବେଲ37 ସେ ଆପଣା ପୂର୍ବପୁରୁଷଗଣର ଦେବତାମାନଙ୍କୁ ମାନିବ ନାହିଁ; ଅଥବା ସ୍ତ୍ରୀମାନଙ୍କ ବାଞ୍ଛାକୁ କିଅବା କୌଣସି ଦେବତାକୁ ମାନିବ ନାହିଁ; କାରଣ ସେ ସମସ୍ତଙ୍କ ଅପେକ୍ଷା ଆପଣାକୁ ବଡ଼ କରିବ। Gade chapit laପବିତ୍ର ବାଇବଲ37 “ସେ ଆପଣା ପିତୃଗଣର ପ୍ରତିମାମାନଙ୍କୁ ମାନିବ ନାହିଁ। ସ୍ତ୍ରୀମାନଙ୍କ କୌଣସି ଦେବତାଙ୍କୁ ମାନିବ ନାହିଁ। କାରଣ ସେ ସମସ୍ତଙ୍କଠାରୁ ନିଜକୁ ବଡ଼ ମନେ କରିବ। Gade chapit la |