Biblia Todo Logo
Bib sou entènèt

- Piblisite -




ଦାନିୟେଲ 11:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ମାତ୍ର ମିସରର ସୁନା ଓ ରୂପାର ଭଣ୍ଡାର ସକଳ ଓ ବହୁମୂଲ୍ୟ ଦ୍ରବ୍ୟସକଳ ତାହାର ହସ୍ତଗତ ହେବ; ଆଉ, ଲୂବୀୟ ଓ କୂଶୀୟମାନେ ତାହାର ଅନୁଚର ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ମାତ୍ର ମିସରର ସୁନା ଓ ରୂପାର ଭଣ୍ତାର ସକଳ ଓ ବହୁମୂଲ୍ୟ ଦ୍ରବ୍ୟସକଳ ତାହାର ହସ୍ତଗତ ହେବ; ଆଉ, ଲୁଦୀୟ ଓ କୂଶୀୟମାନେ ତାହାର ଅନୁଚର ହେବେ।

Gade chapit la Kopi

ଓଡିଆ ବାଇବେଲ

43 ମାତ୍ର ମିସରର ସୁନା ଓ ରୂପାର ଭଣ୍ଡାର ସକଳ ଓ ବହୁମୂଲ୍ୟ ଦ୍ରବ୍ୟସକଳ ତାହାର ହସ୍ତଗତ ହେବ; ଆଉ, ଲୂବୀୟ ଓ କୂଶୀୟମାନେ ତାହାର ଅନୁଚର ହେବେ।

Gade chapit la Kopi

ପବିତ୍ର ବାଇବଲ

43 ସେ ମିଶର ଦେଶରେ ସୁନା ଓ ରୂପାର ଭଣ୍ତାର ସକଳ ଓ ବହୁମୂଲ୍ୟ ଦ୍ରବ୍ୟ ସବୁ ତାହାର ହସ୍ତଗତ ହେବ। ଆଉ ଲୁଦିୟ କୂଶୀୟମାନେ ତା'ର ଅନୁଚର ହେବେ।

Gade chapit la Kopi




ଦାନିୟେଲ 11:43
9 Referans Kwoze  

ତାହା ସଙ୍ଗେ ବାର ଶହ ରଥ, ଷାଠିଏ ହଜାର ଅଶ୍ୱାରୂଢ଼ ଥିଲେ ଓ ତାହା ସଙ୍ଗେ ମିସରରୁ ଅସଂଖ୍ୟ ଲୂବୀୟ ଓ ସୁକ୍କୀୟ ଓ କୂଶୀୟ ଲୋକ ଆସିଲେ।


କୂଶ ଓ ମିସର ତାହାର ବଳ ସ୍ୱରୂପ ଥିଲେ ଓ ତାହା ଅସୀମ ଥିଲା; ପୂଟ୍‍ ଓ ଲୂବୀୟମାନେ ତାହାର ସହକାରୀ ଥିଲେ।


ପୁଣି ବାରକ୍‍, ସବୂଲୂନ ଓ ନପ୍ତାଲିକି ଏକତ୍ର କେଦଶକୁ ଡକାଇଲା; ଏରୂପେ ସେ ଦଶ ହଜାର ପଦାତିକ ସୈନ୍ୟ ଆପଣା ସଙ୍ଗରେ ଘେନି ଯାତ୍ରା କଲା ଓ ଦବୋରା ତାହା ସଙ୍ଗେ ଗଲେ।


ତହିଁରେ ତୁମ୍ଭର ଏହି ସମସ୍ତ ଦାସମାନେ ମୋʼ ନିକଟକୁ ନତ ହୋଇ ଆସିବେ ଓ ମୋତେ ପ୍ରଣାମ କରି କହିବେ, ‘ତୁମ୍ଭେ ଓ ତୁମ୍ଭର ଅନୁଗତ ସମସ୍ତ ଲୋକ ବାହାରି ଯାଅ;’ ତହିଁ ଉତ୍ତାରେ ମୁଁ ବାହାରି ଯିବି।” ଏଥିଉତ୍ତାରେ ସେ ପ୍ରଚଣ୍ଡ କ୍ରୋଧରେ ଫାରୋଙ୍କ ନିକଟରୁ ବାହାରିଗଲେ।


ସେମାନଙ୍କ ସଙ୍ଗେ ପାରସ୍ୟ, କୂଶ ଓ ପୂଟ୍‍; ସେମାନେ ସମସ୍ତେ ଢାଲ ଓ ଟୋପରଧାରୀ;


ଆହୁରି, ସେ ନାନା ଦେଶ ଉପରେ ଆପଣା ହସ୍ତ ପ୍ରସାରିବ ଓ ମିସର ଦେଶ ରକ୍ଷା ପାଇବ ନାହିଁ।


ମାତ୍ର ପୂର୍ବ ଓ ଉତ୍ତର ଦେଶରୁ ଆଗତ ସମ୍ବାଦ ତାହାକୁ ଉଦ୍‍ବିଗ୍ନ କରିବ; ତହିଁରେ ସେ ଅନେକଙ୍କୁ ଉଚ୍ଛିନ୍ନ ଓ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ପାଇଁ ମହାକୋପରେ ଯାତ୍ରା କରିବ।


Swiv nou:

Piblisite


Piblisite