ଦାନିୟେଲ 11:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମାତ୍ର କନ୍ୟାର ମୂଳର ଏକ ପଲ୍ଲବରୁ ଜଣେ ସ୍ୱ ସ୍ଥାନରେ ଉତ୍ପନ୍ନ ହେବ, ସେ ସୈନ୍ୟଶ୍ରେଣୀକୁ ଆସି ଉତ୍ତର ଦେଶୀୟ ରାଜାର ଦୁର୍ଗରେ ପ୍ରବେଶ କରିବ ଓ ସେମାନଙ୍କର ବିପକ୍ଷାଚରଣ କରି ଜୟଯୁକ୍ତ ହେବ; Gade chapit laପବିତ୍ର ବାଇବଲ (Re-edited) - (BSI)7 ମାତ୍ର କନ୍ୟାର ମୂଳର ଏକ ପଲ୍ଲବରୁ ଏକଜଣ ସ୍ଵସ୍ଥାନରେ ଉତ୍ପନ୍ନ ହେବ, ସେ ସୈନ୍ୟଶ୍ରେଣୀକି ଆସି ଉତ୍ତର ଦେଶୀୟ ରାଜାର ଦୁର୍ଗରେ ପ୍ରବେଶ କରିବ ଓ ସେମାନଙ୍କର ବିପକ୍ଷାଚରଣ କରି ଜୟଯୁକ୍ତ ହେବ; Gade chapit laଓଡିଆ ବାଇବେଲ7 ମାତ୍ର କନ୍ୟାର ମୂଳର ଏକ ପଲ୍ଲବରୁ ଜଣେ ସ୍ୱସ୍ଥାନରେ ଉତ୍ପନ୍ନ ହେବ, ସେ ସୈନ୍ୟଶ୍ରେଣୀକୁ ଆସି ଉତ୍ତର ଦେଶୀୟ ରାଜାର ଦୁର୍ଗରେ ପ୍ରବେଶ କରିବ ଓ ସେମାନଙ୍କର ବିପକ୍ଷାଚରଣ କରି ଜୟଯୁକ୍ତ ହେବ; Gade chapit laପବିତ୍ର ବାଇବଲ7 “ମାତ୍ର ତାହାର ପରିବାରରୁ କେହି ଜଣେ ବ୍ୟକ୍ତି ଉତ୍ତର ଦେଶସ୍ଥ ସୈନ୍ୟବାହିନୀକୁ ଆକ୍ରମଣ କରିବ। ଏବଂ ସେହି ଯୁଦ୍ଧରେ ସେ ଜୟଯୁକ୍ତ ହେବ। Gade chapit la |
ମାତ୍ର କେତେକ ବର୍ଷର ଉତ୍ତାରେ ସେମାନେ ପରସ୍ପର ମିଳିତ ହେବେ ଓ ଦକ୍ଷିଣ ଦେଶସ୍ଥ ରାଜାର କନ୍ୟା ନିୟମ ସ୍ଥାପନାର୍ଥେ ଉତ୍ତର ଦେଶସ୍ଥ ରାଜାର ନିକଟକୁ ଆସିବ; ମାତ୍ର କନ୍ୟା ନିଜ ବାହୁ ବଳ ରକ୍ଷା କରିବ ନାହିଁ; କିଅବା ରାଜା ଓ ତାହାର ବାହୁ ସ୍ଥାୟୀ ନୋହିବ; ମାତ୍ର ସେ କନ୍ୟା ଓ ଯେଉଁମାନେ ତାହାକୁ ଆଣିଲେ ଓ ଯେ ତାହାକୁ ଜନ୍ମ କଲା, ଆଉ ସେହି ସମୟରେ ଯେ ତାହାକୁ ବଳ ଦେଲା, ସମସ୍ତେ ସମର୍ପିତ ହେବେ।