ଦାନିୟେଲ 11:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆହୁରି, ସେ ସେମାନଙ୍କର ଢଳା ପ୍ରତିମା ସହିତ ସେମାନଙ୍କର ଦେବଗଣକୁ ବନ୍ଦୀ କରି ରୂପା ଓ ସୁନାର ମନୋହର ପାତ୍ର ସହିତ ମିସରକୁ ନେଇଯିବ ଓ ସେ କେତେକ ବର୍ଷ ପର୍ଯ୍ୟନ୍ତ ଉତ୍ତର ଦେଶୀୟ ରାଜାଠାରୁ ନିରସ୍ତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଆହୁରି, ସେ ସେମାନଙ୍କର ଢଳା ପ୍ରତିମା ସହିତ ସେମାନଙ୍କର ଦେବଗଣକୁ ବନ୍ଦୀ କରି ରୂପା ଓ ସୁନାର ମନୋହର ପାତ୍ର ସହିତ ମିସରକୁ ନେଇଯିବ ଓ ସେ କେତେକ ବର୍ଷ ପର୍ଯ୍ୟନ୍ତ ଉତ୍ତର ଦେଶୀୟ ରାଜାଠାରୁ ନିରସ୍ତ ହେବ। Gade chapit laଓଡିଆ ବାଇବେଲ8 ଆହୁରି, ସେ ସେମାନଙ୍କର ଢଳା ପ୍ରତିମା ସହିତ ସେମାନଙ୍କର ଦେବଗଣକୁ ବନ୍ଦୀ କରି ରୂପା ଓ ସୁନାର ମନୋହର ପାତ୍ର ସହିତ ମିସରକୁ ନେଇଯିବ ଓ ସେ କେତେକ ବର୍ଷ ପର୍ଯ୍ୟନ୍ତ ଉତ୍ତର ଦେଶୀୟ ରାଜାଠାରୁ ନିରସ୍ତ ହେବ। Gade chapit laପବିତ୍ର ବାଇବଲ8 ସେ ସେମାନଙ୍କର ପ୍ରତିମାଗୁଡ଼ିକୁ, ସେମାନଙ୍କର ଦେବଗଣଙ୍କୁ ଓ ସୁନା, ରୂପାର ମନୋହର ପାତ୍ରଗୁଡ଼ିକୁ ମିଶରକୁ ନେଇଯିବ। କିଛି ବର୍ଷ ପାଇଁ ସେ ଉତ୍ତର ଦେଶୀୟ ରାଜାଙ୍କ ପାଇଁ ଆଉ ବିବ୍ରତ ହେବ ନାହିଁ। Gade chapit la |