Biblia Todo Logo
Bib sou entènèt

- Piblisite -




ଦାନିୟେଲ 2:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କଲ୍‍ଦୀୟମାନେ ରାଜାର ଛାମୁରେ ଉତ୍ତର କରି କହିଲେ, ମହାରାଜାଙ୍କ ବିଷୟ ଯେ ପ୍ରକାଶ କରି ପାରିବ, “ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ; କାରଣ କୌଣସି ରାଜା, ପ୍ରଭୁ କିଅବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ କିଅବା ଗଣକକୁ ଅଥବା କଲ୍‍ଦୀୟକୁ ଏପରି କଥା ପଚାରି ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କଲ୍ଦୀୟମାନେ ରାଜାର ଛାମୁରେ ଉତ୍ତର କରି କହିଲେ, ମହାରାଜାଙ୍କ ବିଷୟ ଯେ ପ୍ରକାଶ କରି ପାରିବ, ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ; କାରଣ କୌଣସି ରାଜା, ପ୍ରଭୁ କିଅବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ କିଅବା ଗଣକକୁ ଅଥବା କଲ୍ଦୀୟକୁ ଏପରି କଥା ପଚାରି ନାହାନ୍ତି।

Gade chapit la Kopi

ଓଡିଆ ବାଇବେଲ

10 କଲ୍‍ଦୀୟମାନେ ରାଜାର ଛାମୁରେ ଉତ୍ତର କରି କହିଲେ, ମହାରାଜାଙ୍କ ବିଷୟ ଯେ ପ୍ରକାଶ କରି ପାରିବ, ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ; କାରଣ କୌଣସି ରାଜା, ପ୍ରଭୁ କିଅବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ କିଅବା ଗଣକକୁ ଅଥବା କଲ୍‍ଦୀୟକୁ ଏପରି କଥା ପଚାରି ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ

10 କ‌‌ଲ୍‌‌‌‌ଦୀୟମାନେ ଉତ୍ତର ଦେଇ କହିଲେ, “ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ ଯେ କି ଆମ୍ଭମାନଙ୍କୁ ମହାରାଜାଙ୍କ ସ୍ୱପ୍ନ ବିଷୟ ପ୍ରକାଶ କରି ପାରିବ? କାରଣ କୌଣସି ରାଜା, ପ୍ରଭୁ କିମ୍ବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ, ଗଣକକୁ ଅଥବା କ‌‌ଲ୍‌‌‌‌ଦୀୟକୁ ଏପରି କଥା ପଗ୍ଭରି ନାହାନ୍ତି।

Gade chapit la Kopi




ଦାନିୟେଲ 2:10
5 Referans Kwoze  

ଦାନିୟେଲ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, “ମହାରାଜା ଯେଉଁ ନିଗୂଢ଼ କଥା ପଚାରି ଅଛନ୍ତି, ତାହା ବିଦ୍ୱାନ୍‍ ଲୋକ କିଅବା ଗଣକ ଅବା ମନ୍ତ୍ରବେତ୍ତା ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରିପାରନ୍ତି ନାହିଁ;


ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳାନ୍ତ ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ରଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଠିଆ ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ।


ତହୁଁ ରାଜାକୁ ତାହାର ସ୍ୱପ୍ନ ଜଣାଇବା ନିମନ୍ତେ ରାଜା ମନ୍ତ୍ରବେତ୍ତା, ଗଣକ, ମାୟାବୀ ଓ କଲ୍‍ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲା। ଏଥିରେ ସେମାନେ ଆସି ରାଜାର ସମ୍ମୁଖରେ ଠିଆ ହେଲେ।


ଏଥିପାଇଁ ସେହି ସମୟରେ କେତେକ କଲ୍‍ଦୀୟ ଲୋକ ନିକଟକୁ ଆସି ଯିହୁଦୀୟ ଲୋକମାନଙ୍କ ବିରୁଦ୍ଧରେ ଅପବାଦ ଆଣିଲେ।


ତହିଁରେ ମନ୍ତ୍ରବେତ୍ତା, ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନେ ମୋʼ ନିକଟକୁ ଆସିଲେ; ପୁଣି, ମୁଁ ସେମାନଙ୍କୁ ସ୍ୱପ୍ନ ଜଣାଇଲି; ମାତ୍ର ସେମାନେ ତହିଁର ଅର୍ଥ ମୋତେ କହି ପାରିଲେ ନାହିଁ।


Swiv nou:

Piblisite


Piblisite