ଦାନିୟେଲ 2:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏହି କାରଣରୁ ରାଜା କ୍ରୁଦ୍ଧ ଓ ପ୍ରଚଣ୍ଡ କୋପାନ୍ୱିତ ହୋଇ ବାବିଲର ସକଳ ବିଦ୍ୱାନ୍ ଲୋକଙ୍କୁ ବଧ କରିବାକୁ ଆଜ୍ଞା ଦେଲା। Gade chapit laପବିତ୍ର ବାଇବଲ (Re-edited) - (BSI)12 ଏହି କାରଣରୁ ରାଜା କ୍ରୁଦ୍ଧ ଓ ପ୍ରଚଣ୍ତ କୋପାନ୍ଵିତ ହୋଇ ବାବିଲର ସକଳ ବିଦ୍ଵାନ୍ ଲୋକଙ୍କୁ ବଧ କରିବାକୁ ଆଜ୍ଞା ଦେଲା। Gade chapit laଓଡିଆ ବାଇବେଲ12 ଏହି କାରଣରୁ ରାଜା କ୍ରୁଦ୍ଧ ଓ ପ୍ରଚଣ୍ଡ କୋପାନ୍ୱିତ ହୋଇ ବାବିଲର ସକଳ ବିଦ୍ୱାନ୍ ଲୋକଙ୍କୁ ବଧ କରିବାକୁ ଆଜ୍ଞା ଦେଲା। Gade chapit laପବିତ୍ର ବାଇବଲ12 ଏହି କାରଣରୁ ରାଜା କ୍ରୋଧିତ ଓ କୋପାନ୍ୱିତ ହୋଇ ବାବିଲର ସକଳ ବିଦ୍ୱାନ ଲୋକଙ୍କୁ ବଧ କରିବାକୁ ଆଜ୍ଞା ଦେଲେ। Gade chapit la |