ଦାନିୟେଲ 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁରେ ଆଜ୍ଞା ପ୍ରଚାରିତ ହେଲା ଯେ, ବିଦ୍ୱାନ୍ ଲୋକମାନେ ହତ ହେବେ; ଆଉ, ଲୋକମାନେ ଦାନିୟେଲ ଓ ତାଙ୍କର ସଙ୍ଗୀମାନଙ୍କୁ ବଧ କରିବା ପାଇଁ ଅନ୍ଵେଷଣ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ତହିଁରେ ଆଜ୍ଞା ପ୍ରଚାରିତ ହେଲା ଯେ, ବିଦ୍ଵାନ୍ ଲୋକମାନେ ହତ ହେବେ; ଆଉ, ଲୋକମାନେ ଦାନିୟେଲ ଓ ତାଙ୍କର ସଙ୍ଗୀମାନଙ୍କୁ ବଧ କରିବା ପାଇଁ ଅନ୍ଵେଷଣ କଲେ। Gade chapit laଓଡିଆ ବାଇବେଲ13 ତହିଁରେ ଆଜ୍ଞା ପ୍ରଚାରିତ ହେଲା ଯେ, ବିଦ୍ୱାନ୍ ଲୋକମାନେ ହତ ହେବେ; ଆଉ, ଲୋକମାନେ ଦାନିୟେଲ ଓ ତାଙ୍କର ସଙ୍ଗୀମାନଙ୍କୁ ବଧ କରିବା ପାଇଁ ଅନ୍ଵେଷଣ କଲେ। Gade chapit laପବିତ୍ର ବାଇବଲ13 ରାଜାଜ୍ଞା ଘୋଷଣା କରାଗଲା ଯେ, ବିଦ୍ୱାନ ଲୋକମାନେ ହତ ହେବେ। ଆଉ ରାଜାଙ୍କ ଲୋକମାନେ ଦାନିୟେଲ ଓ ତା'ର ସାଥୀମାନଙ୍କୁ ବଧ କରିବାକୁ ଅନ୍ୱେଷଣ କଲେ। Gade chapit la |