ଦାନିୟେଲ 2:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିରେ ଦାନିୟେଲ ଆପଣା ଗୃହକୁ ଗଲେ, ଆଉ ସେ ଓ ତାଙ୍କର ସଙ୍ଗୀମାନେ ଯେପରି ବାବିଲର ଅନ୍ୟାନ୍ୟ ବିଦ୍ୱାନ୍ମାନଙ୍କ ସଙ୍ଗେ ବିନଷ୍ଟ ନୋହିବେ, Gade chapit laପବିତ୍ର ବାଇବଲ (Re-edited) - (BSI)17 ଏଥିରେ ଦାନିୟେଲ ଆପଣା ଗୃହକୁ ଗଲେ, ଆଉ ସେ ଓ ତାଙ୍କର ସଙ୍ଗୀମାନେ ଯେପରି ବାବିଲର ଅନ୍ୟାନ୍ୟ ବିଦ୍ଵାନ୍ମାନଙ୍କ ସଙ୍ଗେ ବିନଷ୍ଟ ନୋହିବେ, Gade chapit laଓଡିଆ ବାଇବେଲ17 ଏଥିରେ ଦାନିୟେଲ ଆପଣା ଗୃହକୁ ଗଲେ, ଆଉ ସେ ଓ ତାଙ୍କର ସଙ୍ଗୀମାନେ ଯେପରି ବାବିଲର ଅନ୍ୟାନ୍ୟ ବିଦ୍ୱାନ୍ମାନଙ୍କ ସଙ୍ଗେ ବିନଷ୍ଟ ନୋହିବେ, Gade chapit laପବିତ୍ର ବାଇବଲ17 ତା'ପରେ ଦାନିୟେଲ ସ୍ୱଗୃହକୁ ଯାଇ ତା'ର ସାଙ୍ଗ ହନାନୀୟ, ମୀଶାୟେଲ ଓ ଆସରିୟଙ୍କୁ ରାଜାଜ୍ଞା ବିଷୟରେ ସକଳ ବୃତ୍ତାନ୍ତ ଜଣାଇଲେ। Gade chapit la |