ଦାନିୟେଲ 2:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜାଗଣକୁ ପଦଚ୍ୟୁତ କରନ୍ତି ଓ ରାଜାଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି; Gade chapit laପବିତ୍ର ବାଇବଲ (Re-edited) - (BSI)21 ଆଉ, ସେ କାଳ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜଗଣକୁ ପଦଚ୍ୟୁତ କରନ୍ତି ଓ ରାଜଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତିୁ; Gade chapit laଓଡିଆ ବାଇବେଲ21 ଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜାଗଣକୁ ପଦଚ୍ୟୁତ କରନ୍ତି ଓ ରାଜାଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି; Gade chapit laପବିତ୍ର ବାଇବଲ21 ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି। ସେ ରାଜାମାନଙ୍କୁ ପଦଚ୍ୟୁତ କରନ୍ତି ଓ ରାଜାମାନଙ୍କୁ ରାଜପଦ ଦିଅନ୍ତି। ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ସୁବିବେଚନା ଦିଅନ୍ତି। Gade chapit la |
ମାତ୍ର ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ମୋତେ ନ ଜଣାଅ; ତେବେ ତୁମ୍ଭମାନଙ୍କ ନିମନ୍ତେ ଏକମାତ୍ର ବ୍ୟବସ୍ଥା ଅଛି; କାରଣ ସମୟର ପରିବର୍ତ୍ତନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ଛାମୁରେ ମିଥ୍ୟା ଓ ପ୍ରବଞ୍ଚନା-ବାକ୍ୟ କହିବା ପାଇଁ ପ୍ରସ୍ତୁତ କରିଅଛ; ଏଥିପାଇଁ ତୁମ୍ଭେମାନେ ସ୍ୱପ୍ନଟି ମୋତେ ଜଣାଅ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।”
ମାତ୍ର କେତେକ ବର୍ଷର ଉତ୍ତାରେ ସେମାନେ ପରସ୍ପର ମିଳିତ ହେବେ ଓ ଦକ୍ଷିଣ ଦେଶସ୍ଥ ରାଜାର କନ୍ୟା ନିୟମ ସ୍ଥାପନାର୍ଥେ ଉତ୍ତର ଦେଶସ୍ଥ ରାଜାର ନିକଟକୁ ଆସିବ; ମାତ୍ର କନ୍ୟା ନିଜ ବାହୁ ବଳ ରକ୍ଷା କରିବ ନାହିଁ; କିଅବା ରାଜା ଓ ତାହାର ବାହୁ ସ୍ଥାୟୀ ନୋହିବ; ମାତ୍ର ସେ କନ୍ୟା ଓ ଯେଉଁମାନେ ତାହାକୁ ଆଣିଲେ ଓ ଯେ ତାହାକୁ ଜନ୍ମ କଲା, ଆଉ ସେହି ସମୟରେ ଯେ ତାହାକୁ ବଳ ଦେଲା, ସମସ୍ତେ ସମର୍ପିତ ହେବେ।