ଦାନିୟେଲ 2:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ହେ ମୋର ପୂର୍ବପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି, ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ ଓ ତୁମ୍ଭ ନିକଟରେ ଆମ୍ଭମାନଙ୍କର ନିବେଦନର ବିଷୟ ଏବେ ମୋତେ ଜଣାଇଅଛ; କାରଣ ତୁମ୍ଭେ ରାଜାର କଥା ଆମ୍ଭମାନଙ୍କୁ ଜଣାଇଅଛ।” Gade chapit laପବିତ୍ର ବାଇବଲ (Re-edited) - (BSI)23 ହେ ମୋର ପିତୃପୁରୁଷଗଣର ପରମେଶ୍ଵର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି, ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ ଓ ତୁମ୍ଭ ନିକଟରେ ଆମ୍ଭମାନଙ୍କର ପ୍ରାର୍ଥିତ ବିଷୟ ଏବେ ମୋତେ ଜଣାଇଅଛ; କାରଣ ତୁମ୍ଭେ ରାଜାର କଥା ଆମ୍ଭମାନଙ୍କୁ ଜଣାଇଅଛ। Gade chapit laଓଡିଆ ବାଇବେଲ23 ହେ ମୋର ପୂର୍ବପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି, ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ ଓ ତୁମ୍ଭ ନିକଟରେ ଆମ୍ଭମାନଙ୍କର ନିବେଦନର ବିଷୟ ଏବେ ମୋତେ ଜଣାଇଅଛ; କାରଣ ତୁମ୍ଭେ ରାଜାର କଥା ଆମ୍ଭମାନଙ୍କୁ ଜଣାଇଅଛ। Gade chapit laପବିତ୍ର ବାଇବଲ23 ହେ ମୋର ପୂର୍ବପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି। ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ। ତୁମ୍ଭକୁ ମୁଁ ଯାହା ନିବେଦନ କରିଅଛି, ତାହା ସମସ୍ତ ବିଷୟରେ ତୁମ୍ଭେ ମୋତେ ଜଣାଇ ଅଛ। ତୁମ୍ଭେ ରାଜାଙ୍କ ବିଷୟରେ ଆମ୍ଭମାନଙ୍କୁ ସବୁକିଛି ଜଣାଇଅଛ।” Gade chapit la |
ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’