ଦାନିୟେଲ 2:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ରାଜା ସେହି ଦାନିୟେଲ, ଯାହାଙ୍କ ନାମ ବେଲ୍ଟଶତ୍ସର ଥିଲା, ତାଙ୍କୁ ଉତ୍ତର କରି କହିଲା, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ତୁମ୍ଭେ କି ତାହା ଓ ତହିଁର ଅର୍ଥ ମୋତେ ଜଣାଇପାର?” Gade chapit laପବିତ୍ର ବାଇବଲ (Re-edited) - (BSI)26 ରାଜା ସେହି ଦାନିୟେଲ, ଯାହାଙ୍କ ନାମ ବେଲ୍ଟଶତ୍ସର ଥିଲା, ତାଙ୍କୁ ଉତ୍ତର କରି କହିଲା, ମୁଁ ଯେଉଁ ସ୍ଵପ୍ନ ଦେଖିଅଛି, ତୁମ୍ଭେ କି ତାହା ଓ ତହିଁର ଅର୍ଥ ମୋତେ ଜଣାଇପାର? Gade chapit laଓଡିଆ ବାଇବେଲ26 ରାଜା ସେହି ଦାନିୟେଲ, ଯାହାଙ୍କ ନାମ ବେଲ୍ଟଶତ୍ସର ଥିଲା, ତାଙ୍କୁ ଉତ୍ତର କରି କହିଲା, ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ତୁମ୍ଭେ କି ତାହା ଓ ତହିଁର ଅର୍ଥ ମୋତେ ଜଣାଇପାର ? Gade chapit laପବିତ୍ର ବାଇବଲ26 ରାଜା ସେହି ଦାନିୟେଲଙ୍କୁ ପ୍ରଶ୍ନ କଲେ, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ତୁମ୍ଭେ କ’ଣ ସ୍ୱପ୍ନ ଓ ତାହାର ଅର୍ଥ ମୋତେ ଜଣାଇପାରିବ?” Gade chapit la |