Biblia Todo Logo
Bib sou entènèt

- Piblisite -




ଦାନିୟେଲ 2:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମୋʼ ର ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ଼ ବିଷୟ ପ୍ରକାଶିତ ହୋଇଅଛି, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାଯିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମୋ ପ୍ରତି ପ୍ରକାଶିତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମୋର ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ଼ ବିଷୟ ପ୍ରକାଶିତ ହୋଇଅଛି, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାଯିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମୋର ପ୍ରତି ପ୍ରକାଶିତ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

30 ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମୋ’ର ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ଼ ବିଷୟ ପ୍ରକାଶିତ ହୋଇଅଛି, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାଯିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମୋ ପ୍ରତି ପ୍ରକାଶିତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

30 ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମୋର ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ଼ ବିଷୟ ପରମେଶ୍ୱର ମୋ’ ନିକଟରେ ପ୍ରକାଶ କଲେ, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାଯିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମୋ’ ପ୍ରତି ପ୍ରକାଶିତ ହୋଇଅଛି।

Gade chapit la Kopi




ଦାନିୟେଲ 2:30
16 Referans Kwoze  

ତହିଁରେ ଯୋଷେଫ କହିଲେ, “ତାହା ମୋହର ଆୟତ୍ତ ନୁହେଁ, ମାତ୍ର ପରମେଶ୍ୱର ଫାରୋଙ୍କୁ ମାଙ୍ଗଳିକ ଉତ୍ତର ଦେବେ।”


ପିତର ତାହା ଦେଖି ଲୋକମାନଙ୍କୁ ଉତ୍ତର ଦେଲେ, ହେ ଇସ୍ରାଏଲୀୟ ଲୋକମାନେ, ଆପଣମାନେ କାହିଁକି ଏହି ଲୋକ ବିଷୟରେ ଚମତ୍କୃତ ହେଉଅଛନ୍ତି? କିମ୍ବା ଆମ୍ଭେମାନେ ଯେପରି ନିଜ ଶକ୍ତି ଅବା ଭକ୍ତି ବଳରେ ଏହାକୁ ଚାଲିବା ଶକ୍ତି ଦେଇଅଛୁ, ତାହା ଭାବି ଆମ୍ଭମାନଙ୍କ ପ୍ରତି କାହିଁକି ଏକଦୃଷ୍ଟିରେ ଚାହୁଁଅଛନ୍ତି?


ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ବରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ।


ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।


ଆଉ ପ୍ରଭୁ ସେହି ସମୟ ଯେବେ ଉଣା କରି ନ ଥାଆନ୍ତେ, ତେବେ କୌଣସି ମନୁଷ୍ୟ ପରିତ୍ରାଣ ପାଆନ୍ତା ନାହିଁ; ମାତ୍ର ସେ ଯେଉଁମାନଙ୍କୁ ମନୋନୀତ କରିଅଛନ୍ତି, ସେହି ମନୋନୀତ ଲୋକଙ୍କ ନିମନ୍ତେ ସେହି ସମୟ ଊଣା କରିଅଛନ୍ତି।


ଆଉ, ସେହି ସମୟ ଯେବେ ଊଣା କରାଯାଇ ନ ଥାଆନ୍ତା, ତେବେ କୌଣସି ମନୁଷ୍ୟ ପରିତ୍ରାଣ ପାଆନ୍ତା ନାହିଁ, ମାତ୍ର ମନୋନୀତ ଲୋକଙ୍କ ସକାଶେ ସେହି ସମୟ ଊଣା କରାଯିବ।


କାରଣ ଦେଖ, ଯେ ପର୍ବତଗଣ ନିର୍ମାଣ କରନ୍ତି, ବାୟୁକୁ ସୃଷ୍ଟି କରନ୍ତି ଓ ମନୁଷ୍ୟ ପ୍ରତି ତାହାର ଚିନ୍ତା ପ୍ରକାଶ କରନ୍ତି, ଯେ ଅରୁଣକୁ ଅନ୍ଧକାରମୟ କରନ୍ତି ଓ ପୃଥିବୀର ଉଚ୍ଚସ୍ଥଳୀସକଳର ଉପରେ ଗମନାଗମନ କରନ୍ତି। ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ।


ପୁଣି, ଦାନିୟେଲ ରାଜା ନିକଟରେ ନିବେଦନ କରନ୍ତେ, ରାଜା ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ବାବିଲ ପ୍ରଦେଶର କାର୍ଯ୍ୟରେ ନିଯୁକ୍ତ କଲା; ମାତ୍ର ଦାନିୟେଲ ରାଜଦ୍ୱାରରେ ରହିଲେ।


ଆଉ, ପରମେଶ୍ୱର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ, ବୁଦ୍ଧି ଓ ନିପୁଣତା ଦେଲେ ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।


ଆମ୍ଭ ଦାସ ଯାକୁବ ଓ ଆମ୍ଭ ମନୋନୀତ ଇସ୍ରାଏଲ ସକାଶେ ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଡାକିଅଛୁ; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭକୁ ଉପାଧି ଦେଇଅଛୁ।


ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଂକଳ୍ପ ବୁଝୁଅଛ।


ରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, “ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ୱର ଈଶ୍ୱରଗଣର ଈଶ୍ୱର ଓ ରାଜାଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି।”


Swiv nou:

Piblisite


Piblisite