ଦାନିୟେଲ 2:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଏଥିରେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଏକସଙ୍ଗରେ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଗଲା, ଆଉ ଗ୍ରୀଷ୍ମକାଳୀନ ଖଳାର ତୁଷ ପରି ହେଲା; ଆଉ, ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ସେସବୁର ପାଇଁ ଆଉ ସ୍ଥାନ ମିଳିଲା ନାହିଁ; ପୁଣି, ସେହି ପ୍ରତିମାକୁ ଆଘାତ କଲା ଯେଉଁ ପ୍ରସ୍ତର, ତାହା ବଢ଼ି ଏକ ମହାପର୍ବତ ହେଲା, ଆଉ ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା। Gade chapit laପବିତ୍ର ବାଇବଲ (Re-edited) - (BSI)35 ଏଥିରେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଏକ ସଙ୍ଗରେ ଖଣ୍ତ ଖଣ୍ତ ହୋଇ ଭଙ୍ଗା ଗଲା, ଆଉ ଗ୍ରୀଷ୍ମକାଳୀନ ଖଳାର ତୁଷ ପରି ହେଲା; ଆଉ, ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ସେସବୁର ପାଇଁ ଆଉ ସ୍ଥାନ ମିଳିଲା ନାହିଁ; ପୁଣି, ସେହି ପ୍ରତିମାକୁ ଆଘାତ କଲା ଯେଉଁ ପ୍ରସ୍ତର, ତାହା ବଢ଼ି ଏକ ମହାପର୍ବତ ହେଲା, ଆଉ ସମୁଦାୟ ପୃଥିବୀକି ପରିପୂର୍ଣ୍ଣ କଲା। Gade chapit laଓଡିଆ ବାଇବେଲ35 ଏଥିରେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଏକ ସଙ୍ଗରେ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଗଲା, ଆଉ ଗ୍ରୀଷ୍ମକାଳୀନ ଖଳାର ତୁଷ ପରି ହେଲା; ଆଉ, ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ସେସବୁର ପାଇଁ ଆଉ ସ୍ଥାନ ମିଳିଲା ନାହିଁ; ପୁଣି, ସେହି ପ୍ରତିମାକୁ ଆଘାତ କଲା ଯେଉଁ ପ୍ରସ୍ତର, ତାହା ବଢ଼ି ଏକ ମହାପର୍ବତ ହେଲା, ଆଉ ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା। Gade chapit laପବିତ୍ର ବାଇବଲ35 ତା'ପରେ ସଙ୍ଗେ ସଙ୍ଗେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଖଣ୍ତ ଖଣ୍ତ ହୋଇ ଭାଙ୍ଗି ଗଲା। ଆଉ ସେ ସବୁ ଗ୍ରୀଷ୍ମକାଳୀନ ଖଳାର ତୁଷପରି ହେଲା। ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ତା'ର କିଛି ରହିଲା ନାହିଁ। ଆଉ ସେହି ପ୍ରତିମାକୁ ଆଘାତ କରିଥିବା ପ୍ରସ୍ତର ଏକ ପର୍ବତ ପରି ବଢ଼ିଲା ଓ ତାହା ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା। Gade chapit la |