Biblia Todo Logo
Bib sou entènèt

- Piblisite -

ଦାନିୟେଲ 2:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ଆହୁରି, ଆପଣ ଯେପରି ଦେଖିଲେ ଯେ, ପାଦ ଓ ପାଦର ଅଙ୍ଗୁଳି କିଛି କୁମ୍ଭକାରର ମୃତ୍ତିକାମୟ ଓ କିଛି ଲୌହମୟ ଥିଲା, ସେପରି ସେ ରାଜ୍ୟ ବିଭକ୍ତ ରାଜ୍ୟ ହେବ; ମାତ୍ର ତହିଁରେ ଲୌହର ଦୃଢ଼ତା ରହିବ, କାରଣ କର୍ଦ୍ଦମରେ ଲୌହ ମିଶ୍ରିତ ଥିବାର ଆପଣ ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ଆହୁରି, ଆପଣ ଯେପରି ଦେଖିଲେ ଯେ, ପାଦ ଓ ପାଦର ଅଙ୍ଗୁଳି କିଛି କୁମ୍ଭକାରର ମୃତ୍ତିକାମୟ ଓ କିଛି ଲୌହମୟ ଥିଲା, ସେପରି ସେ ରାଜ୍ୟ ବିଭକ୍ତ ରାଜ୍ୟ ହେବ; ମାତ୍ର ତହିଁରେ ଲୌହର ଦୃଢ଼ତା ରହିବ, କାରଣ କର୍ଦ୍ଦମରେ ଲୌହ ମିଶ୍ରିତ ଥିବାର ଆପଣ ଦେଖିଲେ।

Gade chapit la Kopi

ଓଡିଆ ବାଇବେଲ

ପବିତ୍ର ବାଇବଲ

41 “ଆପଣ ଯେପରି ଦେଖିଲେ ସେ ପାଦ ଓ ପାଦର ଅଙ୍ଗୁଳି ଆଂଶିକ ଲୌହମୟ ଓ ଆଂଶିକ ମୃତ୍ତିକାମୟ ଥିଲା। ସେହିପରି ସେ ରାଜ୍ୟ ବିଭକ୍ତ ହେବ। ମାତ୍ର ତହିଁରେ ଲୌହର ଦୃଢ଼ତା ରହିବ କାରଣ କର୍ଦ୍ଦମରେ ଲୌହ ମିଶ୍ରିତ ଥିବାର ଆପଣ ଦେଖିଲେ।

Gade chapit la Kopi

ଦାନିୟେଲ 2:41
8 Referans Kwoze  

ଆହୁରି ଯେଉଁ ଦଶ ଶୃଙ୍ଗ ଦେଖିଲ, ଏହିସବୁ ଦଶ ରାଜାଙ୍କୁ ବୁଝାଏ; ସେମାନେ ଏପର୍ଯ୍ୟନ୍ତ ରାଜ୍ୟ ପାଇ ନାହାନ୍ତି, କିନ୍ତୁ ପଶୁ ସଙ୍ଗରେ ଏକ ଘଣ୍ଟା ପର୍ଯ୍ୟନ୍ତ ରାଜାମାନଙ୍କ ପରି କ୍ଷମତା ପ୍ରାପ୍ତ ହେବେ।

ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶୃଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ବରନିନ୍ଦାସୂଚକ ବିଭିନ୍ନ ନାମ।

ଆକାଶରେ ଆଉ ଗୋଟିଏ ଲକ୍ଷଣ ଦେଖାଗଲା; ଦେଖ, ଗୋଟିଏ ଲାଲ୍ ରଙ୍ଗର ପ୍ରକାଣ୍ଡ ସର୍ପ, ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ, ପୁଣି, ମସ୍ତକ ଗୁଡ଼ିକ ଉପରେ ସପ୍ତ ମୁକୁଟ।

ପୁଣି, ସେହି ଦଶ ଶୃଙ୍ଗର ତାତ୍ପର୍ଯ୍ୟ ଏହି ଯେ, ସେହି ରାଜ୍ୟରୁ ଦଶ ରାଜା ଉତ୍ପନ୍ନ ହେବେ; ସେମାନଙ୍କ ଉତ୍ତାରେ ଆଉ ଜଣେ ଉତ୍ପନ୍ନ ହେବ। ସେ ପୂର୍ବବର୍ତ୍ତୀମାନଙ୍କଠାରୁ ଭିନ୍ନ ହେବ ଓ ସେ ତିନି ରାଜାଙ୍କୁ ଦମନ କରିବ।

ଏଥିଉତ୍ତାରେ ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଦେଖ, ଚତୁର୍ଥ ପଶୁ, ସେ ଭୟଙ୍କର, କ୍ଷମତାପନ୍ନ ଓ ଅତିଶୟ ବଳବାନ ଓ ତାହାର ବଡ଼ ବଡ଼ ଲୌହମୟ ଦନ୍ତ ଥିଲା; ସେ ଗ୍ରାସ କଲା ଓ ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟ ଯାହା ରହିଲା, ତାହା ପଦ ତଳେ ଦଳିତ କଲା; ଆଉ, ସେ ତାହାର ପୂର୍ବବର୍ତ୍ତୀ ସବୁ ପଶୁମାନଙ୍କଠାରୁ ଭିନ୍ନ; ପୁଣି ତାହାର ଦଶ ଶୃଙ୍ଗ ଥିଲା।

ପୁଣି, ଚତୁର୍ଥ ରାଜ୍ୟ ଲୌହ ତୁଲ୍ୟ ଦୃଢ଼ ହେବ; କାରଣ ଲୌହ ଯେପରି ସକଳ ଦ୍ରବ୍ୟ ଖଣ୍ଡ ଖଣ୍ଡ କରି ଆୟତ୍ତ କରେ ଓ ଲୌହ ଯେପରି ଏହିସବୁକୁ ଚୂର୍ଣ୍ଣ କରେ, ସେହିପରି ସେହି ରାଜ୍ୟ ଖଣ୍ଡ ଖଣ୍ଡ କରି ଭାଙ୍ଗି ସବୁ ଚୂର୍ଣ୍ଣ କରିବ।

ପୁଣି, ପାଦର ଅଙ୍ଗୁଳିସବୁ ଯେପରି କିଛି ଲୌହମୟ ଓ କିଛି ମୃତ୍ତିକାମୟ ଥିଲା, ସେପରି ରାଜ୍ୟର ଏକାଂଶ ଦୃଢ଼ ଓ ଏକାଂଶ ଭଗ୍ନ ହେବ।

Swiv nou:

Piblisite

Piblisite