ଦାନିୟେଲ 2:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେମାନେ ଦ୍ୱିତୀୟ ଥର ଉତ୍ତର ଦେଇ କହିଲେ, “ମହାରାଜା, ଆପଣା ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ତହିଁରେ ଆମ୍ଭେମାନେ ଅର୍ଥ ପ୍ରକାଶ କରିବୁ।” Gade chapit laପବିତ୍ର ବାଇବଲ (Re-edited) - (BSI)7 ସେମାନେ ଦ୍ଵିତୀୟ ଥର ଉତ୍ତର ଦେଇ କହିଲେ, ମହାରାଜା, ଆପଣା ଦାସମାନଙ୍କୁ ସ୍ଵପ୍ନଟି ଜଣାଉନ୍ତୁ, ତହିଁରେ ଆମ୍ଭେମାନେ ଅର୍ଥ ପ୍ରକାଶ କରିବୁ। Gade chapit laଓଡିଆ ବାଇବେଲ7 ସେମାନେ ଦ୍ୱିତୀୟ ଥର ଉତ୍ତର ଦେଇ କହିଲେ, ମହାରାଜା, ଆପଣା ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ତହିଁରେ ଆମ୍ଭେମାନେ ଅର୍ଥ ପ୍ରକାଶ କରିବୁ। Gade chapit laପବିତ୍ର ବାଇବଲ7 ପୁନର୍ବାର ବିଜ୍ଞ ବ୍ୟକ୍ତିମାନେ ରାଜାଙ୍କୁ କହିଲେ, “ମହାରାଜ, ଆପଣ ଦାସମାନଙ୍କୁ ସ୍ୱପ୍ନଟି ଜଣାନ୍ତୁ। ତାହାହେଲେ ଆମ୍ଭେମାନେ ତାହାର ଅର୍ଥ ପ୍ରକାଶ କରିବୁ।” Gade chapit la |
ମାତ୍ର ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ମୋତେ ନ ଜଣାଅ; ତେବେ ତୁମ୍ଭମାନଙ୍କ ନିମନ୍ତେ ଏକମାତ୍ର ବ୍ୟବସ୍ଥା ଅଛି; କାରଣ ସମୟର ପରିବର୍ତ୍ତନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ଛାମୁରେ ମିଥ୍ୟା ଓ ପ୍ରବଞ୍ଚନା-ବାକ୍ୟ କହିବା ପାଇଁ ପ୍ରସ୍ତୁତ କରିଅଛ; ଏଥିପାଇଁ ତୁମ୍ଭେମାନେ ସ୍ୱପ୍ନଟି ମୋତେ ଜଣାଅ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।”