ଦାନିୟେଲ 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ରାଜା ଉତ୍ତର କରି କହିଲା, “ମୋʼ ଠାରୁ କଥା ବାହାରି ଯାଇଅଛି, ଏହା ଦେଖି ତୁମ୍ଭେମାନେ ସମୟ ବିଳମ୍ବ କରିବାର ଇଚ୍ଛା କରୁଅଛ, ଏହା ମୁଁ ନିଶ୍ଚୟ ଜାଣେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ରାଜା ଉତ୍ତର କରି କହିଲା, ମୋʼଠାରୁ କଥା ବାହାରି ଯାଇଅଛି, ଏହା ଦେଖି ତୁମ୍ଭେମାନେ କାଳ ବିଳମ୍ଵ କରିବାର ଇଚ୍ଛା କରୁଅଛ, ଏହା ମୁଁ ନିଶ୍ଚୟ ଜାଣେ। Gade chapit laଓଡିଆ ବାଇବେଲ8 ରାଜା ଉତ୍ତର କରି କହିଲା, ମୋ’ଠାରୁ କଥା ବାହାରି ଯାଇଅଛି, ଏହା ଦେଖି ତୁମ୍ଭେମାନେ ସମୟ ବିଳମ୍ବ କରିବାର ଇଚ୍ଛା କରୁଅଛ, ଏହା ମୁଁ ନିଶ୍ଚୟ ଜାଣେ। Gade chapit laପବିତ୍ର ବାଇବଲ8 ରାଜା ଉତ୍ତର ଦେଇ କହିଲେ, “ମୁଁ ନିଶ୍ଚିତ ଜାଣେ ଯେ, ତୁମ୍ଭେମାନେ ଇଚ୍ଛା କରି କାଳବିଳମ୍ବ କରୁଛ, କାରଣ ତୁମ୍ଭେମାନେ ତାହା ଦେଖ ଯେ, ପୂର୍ବରୁ ଆଦେଶ ହୋଇଯାଇଛି। Gade chapit la |
ମାତ୍ର ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ମୋତେ ନ ଜଣାଅ; ତେବେ ତୁମ୍ଭମାନଙ୍କ ନିମନ୍ତେ ଏକମାତ୍ର ବ୍ୟବସ୍ଥା ଅଛି; କାରଣ ସମୟର ପରିବର୍ତ୍ତନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ଛାମୁରେ ମିଥ୍ୟା ଓ ପ୍ରବଞ୍ଚନା-ବାକ୍ୟ କହିବା ପାଇଁ ପ୍ରସ୍ତୁତ କରିଅଛ; ଏଥିପାଇଁ ତୁମ୍ଭେମାନେ ସ୍ୱପ୍ନଟି ମୋତେ ଜଣାଅ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।”