ଦାନିୟେଲ 3:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ ରାଜାକୁ ଉତ୍ତର କରି କହିଲେ, “ହେ ନବୂଖଦ୍ନିତ୍ସର, ଏହି ବିଷୟରେ ଆପଣଙ୍କୁ ଉତ୍ତର ଦେବାର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ ରାଜାକୁ ଉତ୍ତର କରି କହିଲେ, ହେ ନବୂଖଦ୍ନିତ୍ସର, ଏବିଷୟରେ ଆପଣଙ୍କୁ ଉତ୍ତର ଦେବାର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ। Gade chapit laଓଡିଆ ବାଇବେଲ16 ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ ରାଜାକୁ ଉତ୍ତର କରି କହିଲେ, ହେ ନବୂଖଦ୍ନିତ୍ସର, ଏହି ବିଷୟରେ ଆପଣଙ୍କୁ ଉତ୍ତର ଦେବାର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ। Gade chapit laପବିତ୍ର ବାଇବଲ16 ଶଦ୍ରକ, ମୈଶକ ଓ ଅବେଦ୍-ନଗୋ ରାଜାଙ୍କୁ ଉତ୍ତର କଲେ, “ହେ ନବୂଖଦ୍ନିତ୍ସର, ଏ ବିଷୟରେ ଆପଣଙ୍କୁ ଉତ୍ତର ଦେବାର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ। Gade chapit la |
ନବୂଖଦ୍ନିତ୍ସର କହିଲା, “ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।