ଦାନିୟେଲ 3:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ସେ ଆପଣା ସୈନ୍ୟ ମଧ୍ୟରୁ କେତେକ ବଳବାନ ଲୋକଙ୍କୁ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋଙ୍କୁ ବାନ୍ଧି ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ପକାଇବା ପାଇଁ ଆଜ୍ଞା ଦେଲା। Gade chapit laପବିତ୍ର ବାଇବଲ (Re-edited) - (BSI)20 ପୁଣି, ସେ ଆପଣା ସୈନ୍ୟ ମଧ୍ୟରୁ କେତେକ ବଳବାନ ଲୋକଙ୍କୁ ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋକୁ ବାନ୍ଧି ପ୍ରଜ୍ଵଳିତ ଅଗ୍ନିକୁଣ୍ତରେ ପକାଇବା ପାଇଁ ଆଜ୍ଞା ଦେଲା। Gade chapit laଓଡିଆ ବାଇବେଲ20 ପୁଣି, ସେ ଆପଣା ସୈନ୍ୟ ମଧ୍ୟରୁ କେତେକ ବଳବାନ ଲୋକଙ୍କୁ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋକୁ ବାନ୍ଧି ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ପକାଇବା ପାଇଁ ଆଜ୍ଞା ଦେଲା। Gade chapit laପବିତ୍ର ବାଇବଲ20 ତା'ପରେ ନବୂଖଦ୍ନିତ୍ସର ଆପଣା ସୈନ୍ୟବାହିନୀ ମଧ୍ୟରୁ କେତେକ ବଳବାନ ସୈନ୍ୟକୁ ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋକୁ ବାନ୍ଧି ଜ୍ୱଳନ୍ତ ଅଗ୍ନିକୁଣ୍ତରେ ପକାଇବାକୁ ଆଜ୍ଞା ଦେଲେ। Gade chapit la |
ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ?”