Biblia Todo Logo
Bib sou entènèt

- Piblisite -




ଦାନିୟେଲ 3:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତହୁଁ ସେହି ପୁରୁଷମାନେ ଆପଣା ଆପଣା ପାୟଜାମା, ଅଙ୍ଗରଖା, ଉତ୍ତରୀୟ ଓ ଅନ୍ୟାନ୍ୟ ବସ୍ତ୍ର ସମେତ ବନ୍ଧାଯାଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ନିକ୍ଷିପ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତହୁଁ ସେହି ପୁରୁଷମାନେ ଆପଣା ଆପଣା ପାୟଜାମା, ଅଙ୍ଗରଖା, ଉତ୍ତରୀୟ ଓ ଅନ୍ୟାନ୍ୟ ବସ୍ତ୍ର ସମେତ ବନ୍ଧାଯାଇ ପ୍ରଜ୍ଵଳିତ ଅଗ୍ନିକୁଣ୍ତ ମଧ୍ୟରେ ନିକ୍ଷିପ୍ତ ହେଲେ।

Gade chapit la Kopi

ଓଡିଆ ବାଇବେଲ

21 ତହୁଁ ସେହି ପୁରୁଷମାନେ ଆପଣା ଆପଣା ପାୟଜାମା, ଅଙ୍ଗରଖା, ଉତ୍ତରୀୟ ଓ ଅନ୍ୟାନ୍ୟ ବସ୍ତ୍ର ସମେତ ବନ୍ଧାଯାଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ନିକ୍ଷିପ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ

21 ତେଣୁ ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋକୁ ବାନ୍ଧି ପ୍ରଜ୍ୱଳିତ ଅଗ୍ନିକୁଣ୍ତକୁ ଫିଙ୍ଗା ଗଲା। ସେତେବେଳେ ସେମାନେ ସେମାନଙ୍କର ପ୍ୟାଣ୍ଟ, ସାର୍ଟ, ଉତ୍ତରୀୟ ଓ ଅନ୍ୟାନ୍ୟ ବସ୍ତ୍ର ପରିଧାନ କରିଥିଲେ।

Gade chapit la Kopi




ଦାନିୟେଲ 3:21
6 Referans Kwoze  

ପୁଣି, ବାବିଲରେ ଯିହୁଦାର ନିର୍ବାସିତ ଯେତେ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରେ ସେହି ଦୁଇ ବ୍ୟକ୍ତିର ଉପଲକ୍ଷ୍ୟରେ ଏହି ଅଭିଶାପର କଥା ପ୍ରଚଳିତ ହେବ, ଯଥା, ବାବିଲର ରାଜା ସିଦିକୀୟ ଓ ଆହାବଙ୍କୁ ଯେପରି ଅଗ୍ନିରେ ଦଗ୍ଧ କରିଥିଲେ, ସେହିପରି ସଦାପ୍ରଭୁ ତୁମ୍ଭମାନଙ୍କୁ କରନ୍ତୁ।


ପୁଣି, ସେ ଆପଣା ସୈନ୍ୟ ମଧ୍ୟରୁ କେତେକ ବଳବାନ ଲୋକଙ୍କୁ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ବାନ୍ଧି ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ପକାଇବା ପାଇଁ ଆଜ୍ଞା ଦେଲା।


ପୁଣି, କ୍ଷିତିପାଳ, ରାଜପ୍ରତିନିଧି ଓ ଦେଶାଧ୍ୟକ୍ଷ ଓ ରାଜମନ୍ତ୍ରୀମାନେ ଏକତ୍ର ହୋଇ ସେହି ତିନି ଜଣଙ୍କୁ ଅନାଇ ଦେଖିଲେ ଯେ, ଅଗ୍ନି ସେମାନଙ୍କର ଶରୀର ଉପରେ କିଛି ହିଁ ଶକ୍ତି ପ୍ରକାଶ କରି ନାହିଁ, କିଅବା ସେମାନଙ୍କ ମସ୍ତକର କେଶ ହିଁ କିଛି ଦଗ୍ଧ ହୋଇ ନାହିଁ, ଅଥବା ସେମାନଙ୍କର ପାୟଜାମା ବିକୃତ ହୋଇ ନାହିଁ, କିଅବା ସେମାନଙ୍କ ଶରୀରରେ ଅଗ୍ନିର ଗନ୍ଧ ନାହିଁ।


ଆଉ ଯୋଷେଫଙ୍କର ପ୍ରଭୁ ତାଙ୍କୁ ନେଇ ରାଜବନ୍ଦୀମାନଙ୍କ ବାସସ୍ଥାନ କାରାଗାରରେ ରଖିଲା; ତହୁଁ ଯୋଷେଫ ସେହି କାରାଗାରରେ ରହିଲେ।


ପୁଣି, ଯେକୌଣସି ଲୋକ ମୁହଁ ମାଡ଼ି ପ୍ରଣାମ ନ କରିବ, ସେ ସେହି ଦଣ୍ଡରେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ।”


ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ଫୋପାଡ଼ି ଦେବେ, ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।


Swiv nou:

Piblisite


Piblisite