ଦାନିୟେଲ 3:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଥିରେ ରାଜା ନବୂଖଦ୍ନିତ୍ସର ଚମତ୍କୃତ ହୋଇ ଶୀଘ୍ର ଉଠିଲା। ସେ ଆପଣା ମନ୍ତ୍ରୀମାନଙ୍କୁ କହିଲା, “ଆମ୍ଭେମାନେ କି ତିନି ଲୋକଙ୍କୁ ବାନ୍ଧି ଅଗ୍ନି ମଧ୍ୟରେ ପକାଇ ନ ଥିଲୁ?” ସେମାନେ ରାଜାକୁ ଉତ୍ତର କରି କହିଲେ, “ସତ୍ୟ ମହାରାଜ।” Gade chapit laପବିତ୍ର ବାଇବଲ (Re-edited) - (BSI)24 ଏଥିରେ ରାଜା ନବୂଖଦ୍ନିତ୍ସର ଚମତ୍କୃତ ହୋଇ ଶୀଘ୍ର ଉଠିଲା। ସେ ଆପଣା ମନ୍ତ୍ରୀମାନଙ୍କୁ କହିଲା, ଆମ୍ଭେମାନେ କି ତିନି ଲୋକଙ୍କୁ ବାନ୍ଧି ଅଗ୍ନି ମଧ୍ୟରେ ପକାଇ ନ ଥିଲୁ? ସେମାନେ ରାଜାକୁ ଉତ୍ତର କରି କହିଲେ, ସତ୍ୟ ମହାରାଜ। Gade chapit laଓଡିଆ ବାଇବେଲ24 ଏଥିରେ ରାଜା ନବୂଖଦ୍ନିତ୍ସର ଚମତ୍କୃତ ହୋଇ ଶୀଘ୍ର ଉଠିଲା। ସେ ଆପଣା ମନ୍ତ୍ରୀମାନଙ୍କୁ କହିଲା, ଆମ୍ଭେମାନେ କି ତିନି ଲୋକଙ୍କୁ ବାନ୍ଧି ଅଗ୍ନି ମଧ୍ୟରେ ପକାଇ ନ ଥିଲୁ ? ସେମାନେ ରାଜାକୁ ଉତ୍ତର କରି କହିଲେ, ସତ୍ୟ ମହାରାଜ। Gade chapit laପବିତ୍ର ବାଇବଲ24 ଏଥିରେ ରାଜା ନବୂଖଦ୍ନିତ୍ସର ଚମତ୍କୃତ ହୋଇ ଶୀଘ୍ର ଉଠିଲେ। ସେ ଆପଣା ମନ୍ତ୍ରୀମାନଙ୍କୁ ପଗ୍ଭରିଲେ, “ଆମ୍ଭେ ତିନିଲୋକଙ୍କୁ ବାନ୍ଧି ଅଗ୍ନିକୁଣ୍ତରେ ପକାଇ ନ ଥିଲୁ?” ମନ୍ତ୍ରୀମାନେ ଉତ୍ତର କଲେ, “ଏହା ସତ୍ୟ ସହାରାଜ।” Gade chapit la |