ଦାନିୟେଲ 3:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସେତେବେଳେ ନବୂଖଦ୍ନିତ୍ସର ପ୍ରଜ୍ୱଳିତ ଅଗ୍ନିକୁଣ୍ଡର ମୁଖ ନିକଟକୁ ଯାଇ କହିଲା, “ହେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଦାସ, ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ, ତୁମ୍ଭେମାନେ ବାହାର ହୋଇ ଏଠାକୁ ଆସ। ତହିଁରେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ ଅଗ୍ନି ମଧ୍ୟରୁ ବାହାର ହୋଇ ଆସିଲେ।” Gade chapit laପବିତ୍ର ବାଇବଲ (Re-edited) - (BSI)26 ସେତେବେଳେ ନବୂଖଦ୍ନିତ୍ସର ପ୍ରଜ୍ଵଳିତ ଅଗ୍ନିକୁଣ୍ତର ମୁଖ ନିକଟକୁ ଯାଇ କହିଲା, ହେ ସର୍ବୋପରିସ୍ଥ ପରମେଶ୍ଵରଙ୍କର ଦାସ, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ, ତୁମ୍ଭେମାନେ ବାହାର ହୋଇ ଏଠାକୁ ଆସ। ତହିଁରେ ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ ଅଗ୍ନି ମଧ୍ୟରୁ ବାହାର ହୋଇ ଆସିଲେ। Gade chapit laଓଡିଆ ବାଇବେଲ26 ସେତେବେଳେ ନବୂଖଦ୍ନିତ୍ସର ପ୍ରଜ୍ୱଳିତ ଅଗ୍ନିକୁଣ୍ଡର ମୁଖ ନିକଟକୁ ଯାଇ କହିଲା, ହେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଦାସ, ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ, ତୁମ୍ଭେମାନେ ବାହାର ହୋଇ ଏଠାକୁ ଆସ। ତହିଁରେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ ଅଗ୍ନି ମଧ୍ୟରୁ ବାହାର ହୋଇ ଆସିଲେ। Gade chapit laପବିତ୍ର ବାଇବଲ26 ତା'ପରେ ନବୂଖଦ୍ନିତ୍ସର ପ୍ରଜ୍ୱଳିତ ଅଗ୍ନିକୁଣ୍ତ ଆଡ଼କୁ ଯାଇ କହିଲା, “ହେ ସର୍ବୋପରିସ୍ଥ ପରମେଶ୍ୱରଙ୍କ ଦାସ, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ, ତୁମ୍ଭେମାନେ ଅଗ୍ନିକୁଣ୍ତରୁ ବାହାରି ଆସ।” ତା'ପରେ ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋ ଅଗ୍ନି ମଧ୍ୟରୁ ବାହାରି ଆସିଲେ। Gade chapit la |