ଦାନିୟେଲ 4:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସମୁଦାୟ ପୃଥିବୀନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍ନିତ୍ସର ରାଜାର (ବିଜ୍ଞାପନ); “ତୁମ୍ଭମାନଙ୍କର ବାହୁଲ୍ୟ ରୂପେ ଶାନ୍ତି ହେଉ। Gade chapit laପବିତ୍ର ବାଇବଲ (Re-edited) - (BSI)1 ସମୁଦାୟ ପୃଥିବୀନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍ନିତ୍ସର ରାଜାର (ବିଜ୍ଞାପନ); ତୁମ୍ଭମାନଙ୍କର ବାହୁଲ୍ୟ ରୂପେ ଶାନ୍ତି ହେଉ। Gade chapit laଓଡିଆ ବାଇବେଲ1 ସମୁଦାୟ ପୃଥିବୀନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍ନିତ୍ସର ରାଜାର (ବିଜ୍ଞାପନ); ତୁମ୍ଭମାନଙ୍କର ବାହୁଲ୍ୟ ରୂପେ ଶାନ୍ତି ହେଉ। Gade chapit laପବିତ୍ର ବାଇବଲ1 ସମୁଦାୟ ପୃଥିବୀ ନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍ନିତ୍ସର ରାଜାଙ୍କର ବିଜ୍ଞାପନ, ତୁମ୍ଭମାନଙ୍କର ବାହୁଲ୍ୟରୂପେ ଶାନ୍ତି ହେଉ। Gade chapit la |
ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।
ତେଣୁ ତୃତୀୟ ମାସର, ଅର୍ଥାତ୍, ସୀବନ ମାସର ତେଇଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ମର୍ଦ୍ଦଖୟର ସକଳ ଆଜ୍ଞାନୁସାରେ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶହ ସତାଇଶ ପ୍ରଦେଶାନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ, ପୁଣି ପ୍ରତ୍ୟେକ ଗୋଷ୍ଠୀକୁ ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଓ ଭାଷାନୁସାରେ ପତ୍ର ଲିଖିତ ହେଲା।
ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ହାମନ୍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତାଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲେ, ତାହା ଅକ୍ଷଶ୍ୱେରଶ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା।