Biblia Todo Logo
Bib sou entènèt

- Piblisite -




ଦାନିୟେଲ 4:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଶଯ୍ୟା ଉପରେ ମୋʼ ମନର ଦର୍ଶନ ଏହି ପ୍ରକାର ଥିଲା; ମୁଁ ଅନାଇଲି, ଆଉ ଦେଖ, ଭୂମଣ୍ଡଳର ମଧ୍ୟସ୍ଥଳରେ ଏକ ବୃକ୍ଷ ଓ ତାହା ଅତି ଉଚ୍ଚ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଶଯ୍ୟା ଉପରେ ମୋʼ ମନର ଦର୍ଶନ ଏହି ପ୍ରକାର ଥିଲା; ମୁଁ ଅନାଇଲି, ଆଉ ଦେଖ, ଭୂମଣ୍ତଳର ମଧ୍ୟସ୍ଥଳରେ ଏକ ବୃକ୍ଷ ଓ ତାହା ଅତି ଉଚ୍ଚ।

Gade chapit la Kopi

ଓଡିଆ ବାଇବେଲ

10 ଶଯ୍ୟା ଉପରେ ମୋ’ ମନର ଦର୍ଶନ ଏହି ପ୍ରକାର ଥିଲା; ମୁଁ ଅନାଇଲି, ଆଉ ଦେଖ, ଭୂମଣ୍ଡଳର ମଧ୍ୟସ୍ଥଳରେ ଏକ ବୃକ୍ଷ ଓ ତାହା ଅତି ଉଚ୍ଚ।

Gade chapit la Kopi

ପବିତ୍ର ବାଇବଲ

10 ମୁଁ ଶଯ୍ୟାରେ ଶୋଇଥିବା ବେଳେ ମୋ’ ମନର ଦର୍ଶନ ଏହିପରି ଥିଲା। ମୁଁ ଅନାଇଲି ଓ ଦେଖିଲି ଭୂମଣ୍ତଳର ମଧ୍ୟସ୍ଥଳରେ ଏକ ବୃକ୍ଷ ଥିଲା ଓ ତାହା ଅତି ଉଚ୍ଚ ଥିଲା।

Gade chapit la Kopi




ଦାନିୟେଲ 4:10
7 Referans Kwoze  

ମୁଁ ଗୋଟିଏ ସ୍ୱପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍‍ବିଗ୍ନ କଲା।


ତୁମ୍ଭେ ସେମାନଙ୍କୁ ରୋପଣ କରିଅଛ, ସେମାନେ ବଦ୍ଧମୂଳ ହୋଇଅଛନ୍ତି; ସେମାନେ ବଢ଼ନ୍ତି, ହଁ, ସେମାନେ ଫଳ ଫଳନ୍ତି; ତୁମ୍ଭେ ସେମାନଙ୍କ ମୁଖର ନିକଟରେ ଓ ସେମାନଙ୍କ ଅନ୍ତଃକରଣରୁ ଦୂରରେ ଅଛ।


ଏଉତ୍ତାରେ ମୁଁ ଏକ ପବିତ୍ର ବ୍ୟକ୍ତି କଥା କହିବାର ଶୁଣିଲି; ଆଉ, ଯେ କଥା କହିଲେ, ତାଙ୍କୁ ଅନ୍ୟ ଏକ ପବିତ୍ର ବ୍ୟକ୍ତି ପଚାରିଲେ, “ନିତ୍ୟ ହୋମବଳି ଓ ଧ୍ୱଂସକାରୀ ଆଜ୍ଞାଲଙ୍ଘନ ଓ ଦଳିତ ହେବା ନିମନ୍ତେ ଧର୍ମଧାମର ଓ ବାହିନୀର ସମର୍ପଣ ହେବା ବିଷୟକ ଯେଉଁ ଦର୍ଶନ, ତାହା କେତେ କାଳ ପର୍ଯ୍ୟନ୍ତ ହେବ?”


Swiv nou:

Piblisite


Piblisite