Biblia Todo Logo
Bib sou entènèt

- Piblisite -




ଦାନିୟେଲ 4:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେ ବୃକ୍ଷ ବଢ଼ିଲା ଓ ଦୃଢ଼ ହେଲା ଓ ତହିଁର ଉଚ୍ଚତା ଗଗନ ସ୍ପର୍ଶ କଲା, ପୁଣି ସମୁଦାୟ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ତାହା ଦୃଶ୍ୟମାନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେ ବୃକ୍ଷ ବଢ଼ିଲା ଓ ଦୃଢ଼ ହେଲା ଓ ତହିଁର ଉଚ୍ଚତା ଗଗନ ସ୍ପର୍ଶ କଲା, ପୁଣି ସମୁଦାୟ ପୃଥିବୀର ପ୍ରା; ପର୍ଯ୍ୟନ୍ତ ତାହା ଦୃଶ୍ୟମାନ ଥିଲା।

Gade chapit la Kopi

ଓଡିଆ ବାଇବେଲ

11 ସେ ବୃକ୍ଷ ବଢ଼ିଲା ଓ ଦୃଢ଼ ହେଲା ଓ ତହିଁର ଉଚ୍ଚତା ଗଗନ ସ୍ପର୍ଶ କଲା, ପୁଣି ସମୁଦାୟ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ତାହା ଦୃଶ୍ୟମାନ ଥିଲା।

Gade chapit la Kopi

ପବିତ୍ର ବାଇବଲ

11 ସେ ବୃକ୍ଷ ବଢ଼ିଲା ଓ ଦୃଢ଼ ହେଲା। ଉଚ୍ଚତାରେ ତାହା ଆକାଶକୁ ସ୍ପର୍ଶ କଲା। ପୁଣି ପୃଥିବୀର ସବୁ ସ୍ଥାନରେ ତାହା ଦୃଶ୍ୟମାନ ହେଲା।

Gade chapit la Kopi




ଦାନିୟେଲ 4:11
6 Referans Kwoze  

ହେ ଇସ୍ରାଏଲ, ଶୁଣ ତୁମ୍ଭେ ଆପଣାଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ, ଆଉ ପ୍ରାଚୀର-ବେଷ୍ଟିତ ବୃହତ ଓ ଗଗନସ୍ପର୍ଶୀ ନଗରମାନଙ୍କୁ ଅଧିକାର କରିବା ପାଇଁ ଆଜି ଯର୍ଦ୍ଦନ ପାର ହୋଇ ଯାଉଅଛ;


ଆଉ ରେ କଫର୍ନାହୂମ, ତୁ କଅଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋʼ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସଦୋମରେ କରାଯାଇଥାଆନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାଆନ୍ତା।


ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।”


ଏସକାଶୁ କ୍ଷେତ୍ରସ୍ଥ ବୃକ୍ଷସକଳ ଅପେକ୍ଷା ସେ ଉଚ୍ଚୀକୃତ ହେଲା ଓ ତାହାର ଡାଳସବୁ ବହୁସଂଖ୍ୟକ ହେଲା; ଆଉ ସେ ଆପଣା ଶାଖା ମେଲିବା ବେଳେ ଅପାର ଜଳ ହେତୁ ସେହି ସବୁ ଦୀର୍ଘ ହେଲା।


ପୁଣି, ଗୋଷ୍ଠୀୟମାନଙ୍କ ମଧ୍ୟରେ ଭୟଙ୍କର ବିଦେଶୀମାନେ ତାହାକୁ କାଟି ପକାଇ ଛାଡ଼ି ଯାଇଅଛନ୍ତି; ପର୍ବତମାନଙ୍କ ଉପରେ ଓ ସକଳ ଉପତ୍ୟକାରେ ତାହାର ଶାଖାସବୁ ପଡ଼ିଅଛି, ଆଉ ଦେଶର ସକଳ ଜଳପ୍ରବାହର ନିକଟରେ ତାହାର ଡାଳସବୁ ଭଙ୍ଗା ଯାଇଅଛି; ପୁଣି, ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ତାହାର ଛାୟା ତଳୁ ଯାଇଅଛନ୍ତି ଓ ତାହାକୁ ତ୍ୟାଗ କରିଅଛନ୍ତି।


Swiv nou:

Piblisite


Piblisite