ଦାନିୟେଲ 4:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେ ଉଚ୍ଚସ୍ୱର କରି ଏହି କଥା କହିଲେ, ‘ଏହି ବୃକ୍ଷକୁ ଛେଦନ କର ଓ ତହିଁର ଶାଖାସବୁ କାଟି ପକାଅ, ତହିଁର ପତ୍ରସବୁ ଝାଡ଼ି ପକାଅ ଓ ଫଳସବୁ ବିଞ୍ଚି ଦିଅ; ତହିଁର ତଳୁ ପଶୁମାନେ, ତହିଁର ଡାଳରୁ ପକ୍ଷୀମାନେ ପଳାଇ ଯାଉନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)14 ସେ ଉଚ୍ଚସ୍ଵର କରି ଏହି କଥା କହିଲେ, ଏହି ବୃକ୍ଷକୁ ଛେଦନ କର ଓ ତହିଁର ଶାଖାସବୁ କାଟି ପକାଅ, ତହିଁର ପତ୍ରସବୁ ଝାଡ଼ି ପକାଅ ଓ ଫଳସବୁ ବିଞ୍ଚିଦିଅ; ତହିଁର ତଳୁ ପଶୁମାନେ, ତହିଁର ଡାଳରୁ ପକ୍ଷୀମାନେ ପଳାଇ ଯାଉନ୍ତୁ। Gade chapit laଓଡିଆ ବାଇବେଲ14 ସେ ଉଚ୍ଚସ୍ୱର କରି ଏହି କଥା କହିଲେ, ଏହି ବୃକ୍ଷକୁ ଛେଦନ କର ଓ ତହିଁର ଶାଖାସବୁ କାଟି ପକାଅ, ତହିଁର ପତ୍ରସବୁ ଝାଡ଼ି ପକାଅ ଓ ଫଳସବୁ ବିଞ୍ଚିଦିଅ; ତହିଁର ତଳୁ ପଶୁମାନେ, ତହିଁର ଡାଳରୁ ପକ୍ଷୀମାନେ ପଳାଇ ଯାଉନ୍ତୁ। Gade chapit laପବିତ୍ର ବାଇବଲ14 ସେ ଉଚ୍ଚସ୍ୱରରେ କହିଲେ, ‘ଏହି ବୃକ୍ଷକୁ ଛେଦନ କର। ତହିଁର ଶାଖା ସବୁ କାଟି ପକାଅ, ତହିଁର ପତ୍ରସବୁ ଝାଡ଼ି ଦିଅ ଓ ଫଳଗୁଡ଼ିକୁ ବିଞ୍ଚି ଦିଅ। ତାହାର ତଳେଥିବା ପଶୁମାନେ ଓ ଶାଖାରେ ଥିବା ପକ୍ଷୀମାନେ ପଳାଇ ଯାଆନ୍ତୁ। Gade chapit la |
ପୁଣି, ସେ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଦୂରୀକୃତ ହେଲେ; ତାଙ୍କର ଅନ୍ତଃକରଣ ପଶୁର ତୁଲ୍ୟ ହେଲା ଓ ବନ୍ୟ ଗର୍ଦ୍ଦଭ ସହିତ ତାଙ୍କର ବସତି ହେଲା; ସେ ବଳଦ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର ଆକାଶର କାକରରେ ତିନ୍ତିଲା; ଶେଷରେ ସେ ଜାଣିଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ତହିଁ ଉପରେ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ନିଯୁକ୍ତ କରନ୍ତି।