ଦାନିୟେଲ 4:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆପଣ ଯେଉଁ ବୃକ୍ଷ ଦେଖିଲେ, ଯାହା ବଢ଼ି ବଳବାନ ହେଲା, ଯହିଁର ଉଚ୍ଚତା ଗଗନସ୍ପର୍ଶୀ ଓ ସମୁଦାୟ ପୃଥିବୀରେ ଦୃଶ୍ୟମାନ ହେଲା; Gade chapit laପବିତ୍ର ବାଇବଲ (Re-edited) - (BSI)20 ଆପଣ ଯେଉଁ ବୃକ୍ଷ ଦେଖିଲେ, ଯାହା ବଢ଼ି ବଳବାନ ହେଲା, ଯହିଁର ଉଚ୍ଚତା ଗଗନସ୍ପର୍ଶୀ ଓ ସମୁଦାୟ ପୃଥିବୀରେ ଦୃଶ୍ୟମାନ ହେଲା; Gade chapit laଓଡିଆ ବାଇବେଲ20 ଆପଣ ଯେଉଁ ବୃକ୍ଷ ଦେଖିଲେ, ଯାହା ବଢ଼ି ବଳବାନ ହେଲା, ଯହିଁର ଉଚ୍ଚତା ଗଗନସ୍ପର୍ଶୀ ଓ ସମୁଦାୟ ପୃଥିବୀରେ ଦୃଶ୍ୟମାନ ହେଲା; Gade chapit laପବିତ୍ର ବାଇବଲ20-21 ଆପଣ ଯେଉଁ ବୃକ୍ଷ ଦେଖିଲେ, ତାହା ଶକ୍ତିଶାଳୀ ହୋଇ ବଢ଼ିଲା ଓ ଉଚ୍ଚତାରେ ଗଗନସ୍ପର୍ଶୀ ହେଲା। ତାହା ସମୁଦାୟ ପୃଥିବୀରେ ଦୃଶ୍ୟମାନ ହେଲା। ତାହାର ପତ୍ରସବୁ ସୁନ୍ଦର ହେଲା ଓ ସେଥିରେ ପ୍ରଚୁର ଫଳ ହେଲା। ସେଥିରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା। ଆଉ ତାହାର ତଳେ କ୍ଷେତ୍ରସ୍ଥ ପଶୁମାନେ ବାସ କଲେ ଓ ତାହାର ଶାଖା ଗୁଡ଼ିକ ଉପରେ ଆକାଶର ପକ୍ଷୀମାନେ ବସତି କଲେ। Gade chapit la |