ଦାନିୟେଲ 4:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ହେ ମହାରାଜ, ଏହାର ଅର୍ଥ ଏହି, ଆଉ ମୋର ପ୍ରଭୁ ମହାରାଜାଙ୍କ ବିଷୟରେ ସର୍ବୋପରିସ୍ଥଙ୍କର ନିରୂପଣ ଏହି। Gade chapit laପବିତ୍ର ବାଇବଲ (Re-edited) - (BSI)24 ହେ ମହାରାଜ, ଏହାର ଅର୍ଥ ଏହି, ଆଉ ମୋର ପ୍ରଭୁ ମହାରାଜାଙ୍କ ବିଷୟରେ ସର୍ବୋପରିସ୍ଥଙ୍କର ନିରୂପଣ ଏହି। Gade chapit laଓଡିଆ ବାଇବେଲ24 ହେ ମହାରାଜ, ଏହାର ଅର୍ଥ ଏହି, ଆଉ ମୋର ପ୍ରଭୁ ମହାରାଜାଙ୍କ ବିଷୟରେ ସର୍ବୋପରିସ୍ଥଙ୍କର ନିରୂପଣ ଏହି। Gade chapit laପବିତ୍ର ବାଇବଲ24 “ହେ ମହାରାଜ, ଏଥିର ଅର୍ଥ ଏହି। ଆଉ ସର୍ବୋପରିସ୍ଥ ମୋର ସଦାପ୍ରଭୁ ମହାରାଜାଙ୍କ ପ୍ରତି ଏହା ଘଟିବ ବୋଲି ନିରୂପଣ କରିଛନ୍ତି। Gade chapit la |
ତହିଁରେ ବେଲ୍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, “ହେ ବେଲ୍ଟଶତ୍ସର, ସେହି ସ୍ୱପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ।” ବେଲ୍ଟଶତ୍ସର ଉତ୍ତର କରି କହିଲେ, “ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ।