ଦାନିୟେଲ 4:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ। Gade chapit laପବିତ୍ର ବାଇବଲ (Re-edited) - (BSI)25 ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତା ଯିବେ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ଵ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ। Gade chapit laଓଡିଆ ବାଇବେଲ25 ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ। Gade chapit laପବିତ୍ର ବାଇବଲ25 ତୁମ୍ଭେ ମନୁଷ୍ୟମାନଙ୍କ ସଙ୍ଗ ମଧ୍ୟରୁ ବିତାଡ଼ିତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସହିତ ବାସ କରିବ ଏବଂ ଆଉ ତୁମ୍ଭେ ଗୋରୁମାନଙ୍କ ପରି ତୃଣ ଭୋଜନ କରି ବଞ୍ଚିବ ଓ ଆକାଶର କାକରରେ ତିନ୍ତିବ। ଏହିରୂପେ ତୁମ୍ଭ ଉପରେ ସାତ ବର୍ଷ ଅତିକ୍ରମ କରିବ। ଶେଷରେ ତୁମ୍ଭେ ଅନୁଭବ କରିବ ଯେ, ସେ ସର୍ବୋପରିସ୍ଥ ପରମେଶ୍ୱର ଯାହାକୁ ଇଚ୍ଛା କରନ୍ତି, ତାକୁ ରାଜ୍ୟ ଦାନ କରନ୍ତି। Gade chapit la |