ଦାନିୟେଲ 4:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ୱାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ୱାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ।” Gade chapit laପବିତ୍ର ବାଇବଲ (Re-edited) - (BSI)27 ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ଵାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ଵାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ। Gade chapit laଓଡିଆ ବାଇବେଲ27 ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ୱାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ୱାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ। Gade chapit laପବିତ୍ର ବାଇବଲ27 ତେଣୁ ହେ ମହାରାଜ, ଆପଣ ମୋର ଉପଦେଶ ଗ୍ରହଣ କରନ୍ତୁ। ଆପଣ ଧାର୍ମିକତା ବଳରେ ପାପରାଶି ଦୂର କରନ୍ତୁ ଓ ଦରିଦ୍ରମାନଙ୍କୁ ଦୟା ଦେଖାଇ ଆପଣା ଅଧର୍ମ ସକଳ ଦୂର କରନ୍ତୁ। ତାହାହେଲେ ଆପଣଙ୍କର ସଫଳତା ଓ ଶାନ୍ତିର କାଳ ବୃଦ୍ଧି ପାଇବ।” Gade chapit la |