Biblia Todo Logo
Bib sou entènèt

- Piblisite -




ଦାନିୟେଲ 4:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ରାଜା ନବୂଖଦ୍‍ନିତ୍ସର ପ୍ରତି ଏହିସବୁ ଘଟିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ରାଜା ନବୂଖଦ୍ନିତ୍ସର ପ୍ରତି ଏସବୁ ଘଟିଲା।

Gade chapit la Kopi

ଓଡିଆ ବାଇବେଲ

28 ରାଜା ନବୂଖଦ୍‍ନିତ୍ସର ପ୍ରତି ଏହିସବୁ ଘଟିଲା।

Gade chapit la Kopi

ପବିତ୍ର ବାଇବଲ

28 ରାଜା ନବୂଖ‌ଦ୍‌ନିତ୍ସରଙ୍କ ପ୍ରତି ଏ ସମସ୍ତ ଘଟିଲା।

Gade chapit la Kopi




ଦାନିୟେଲ 4:28
5 Referans Kwoze  

ପରମେଶ୍ୱର ମନୁଷ୍ୟ ନୁହନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ?


ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହି ସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ? ତେବେ ସେମାନେ ଫେରି କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”


ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”


ଦୁଷ୍ଟ ଲୋକ ଯାହା ଭୟ କରେ, ତାହା ହିଁ ତାହା ପ୍ରତି; ମାତ୍ର ଧାର୍ମିକର ମନୋବାଞ୍ଛା ତାହାକୁ ଦିଆଯିବ।


ମାତ୍ର ତାଙ୍କର ଅନ୍ତଃକରଣ ଗର୍ବିତ ହୁଅନ୍ତେ ଓ ତାଙ୍କର ଆତ୍ମା କଠିନ ହୋଇ ସେ ଅହଙ୍କାରପୂର୍ବକ ବ୍ୟବହାର କରନ୍ତେ, ସେ ଆପଣା ରାଜସିଂହାସନରୁ ଚ୍ୟୁତ ହେଲେ ଓ ତାଙ୍କର ଗୌରବ ତାଙ୍କଠାରୁ ଅପହୃତ ହେଲା,


Swiv nou:

Piblisite


Piblisite